Browsing Tag

#cricket

ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଦଳ ଘୋଷଣା

ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଦଳ ଘୋଷଣା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ରୋହିତ ଶର୍ମା ଏହି ଟେଷ୍ଟ ସିରିଜରେ ଅଧିନାୟକ ଦାୟିତ୍ୱ ସମ୍ଭାଳିବେ ଓ ଯଶପ୍ରୀତ ବୁମ୍ରା ଉପନାୟକ ହୋଇଛନ୍ତି । ତେବେ ୨୨ ବର୍ଷୀୟ ୱିକେଟ କିପର ଧ୍ରୁବ ଜୁରେଲଙ୍କୁ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଆଜିଠୁ ଆରମ୍ଭ ହେବ ଯଜ୍ଞ ପ୍ରକ୍ରିୟା

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଆଜିଠୁ ଆରମ୍ଭ ହେବ ଯଜ୍ଞ ପ୍ରକ୍ରିୟା । ୬ ଦିନ ବ୍ୟାପୀ ଯଜ୍ଞ ଅନୁଷ୍ଠିତ ହେବ । ଗଜପତି ମହାରାଜା ଯଜ୍ଞ ପାଇଁ ଆଚାର୍ଯ୍ୟ ବରଣ କରିବେ । ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଓ ଲୋକାର୍ପଣ ଉତ୍ସବ…

ପ୍ରଥମ ମ୍ୟାଚରେ ଭାରତ ୬ ଉଇକେଟ୍‌ରେ ବିଜୟୀ

ମୋହାଲି,୧୧।୧: ମୋହାଲିରେ ଖେଳାଯାଉଥିବା ଆଫଗାନିସ୍ତାନ- ଭାରତ ଟି -୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ୬ ଉଇକେଟ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚରେ ଭାରତ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରିଥିବା ଆଫଗାନିସ୍ତାନ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୧୫୮ ରନ୍‌…

ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ଆଜି

ନୂଆଦିଲ୍ଲୀ: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ଆଜି ମୋହାଲିରେ ଖେଳାଯିବ । ତେବେ ଆଜିର ମ୍ୟାଚରେ ଖେଳିବେନି ବିରାଟ କୋହଲି । ବ୍ୟକ୍ତିଗତ କାରଣରୁ କୋହଲି ଖେଳିବେ ନାହିଁ ବୋଲି କହିଥିବାବେଳେ ଦଳର ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡ ଏହି ସୂଚନା ଦେଇଛନ୍ତି । ରୋହିତ ଶର୍ମା…

ସାମି ଖେଳି ନପାରନ୍ତି ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ଦ୍ରୁତ ବୋଲର ମହମ୍ମଦ ସାମି ଖେଳି ନାରନ୍ତି ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ । ଜାନୁଆରୀ ୨୫ ତାରିଖରୁ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି ଭାରତ । ଦକ୍ଷିଣ ଆଫ୍ରିକାରେ ସିରିଜ ଡ୍ର କରିବା ପରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଜିତିବା…

୨୦୨୩ ବର୍ଷ ପାଇଁ ଆଇସିସିର ଶ୍ରେଷ୍ଠ ଟେଷ୍ଟ୍ କ୍ରିକେଟ୍ ଦୌଡ଼ରେ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ

ଦୁବାଇ: ୨୦୨୩ ବର୍ଷ ପାଇଁ ଆଇସିସିର ଶ୍ରେଷ୍ଠ ଟେଷ୍ଟ୍ କ୍ରିକେଟ୍ ଦୌଡ଼ରେ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ସାମିଲ ହୋଇଛନ୍ତି । ୪ ଜଣିଆ ତାଲିକାରେ ଅଶ୍ୱିନ ଏକମାତ୍ର ଭାରତୀୟ ଅଛନ୍ତି । ତାଙ୍କ ବ୍ୟତୀତ ଇଂଲଣ୍ଡର ଜୋ ରୁଟ୍‌, ଅଷ୍ଟ୍ରେଲିଆର ଉସମାନ ଖୱାଜା, ଟ୍ରାଭିସ୍ ହେଡ୍ ଏହି ଦୌଡ଼ରେ…

ପ୍ରଥମ ଦିନରେ ଝଡ଼ିଲା ୨୩ ୱିକେଟ୍‌

କେପ୍‌ଟାଉନ୍‌: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ବିତୀୟ ଟେଷ୍ଟରେ  ଭାରତୀୟ ଦଳର ଖେଳାଳିମାନେ ମାତ୍ର ୧୧ ବଲ୍‌ ମଧ୍ୟରେ ୬ ୱିକେଟ୍‌ ହରାଇ ଦେଇଛନ୍ତି। ଗୋଟିଏ ସମୟରେ ୧୫୩/୪ ଚିତ୍ର ଦେଖିବାକୁ ମିଳିଥିଲା ବେଳେ ୧୫୩/୧୦ରେ ପାଳି ଶେଷ ହୋଇଯାଇଥିଲା। ଏଥିପୂର୍ବରୁ ଦକ୍ଷିଣ ଆଫ୍ରିକାର ପ୍ରଥମ ପାଳି ୫୫…

ଆଜିଠୁ ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ତଥା ଶେଷ ଟେଷ୍ଟ ମ୍ୟାଚ୍

କେପଟାଉନ: ଆଜିଠୁ ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ତଥା ଶେଷ ଟେଷ୍ଟ ମ୍ୟାଚ୍। କେପଟାଉନରେ ମ୍ୟାଚ୍ ଅନୁଷ୍ଠିତ ହେବ। ରୋହିତ ଶର୍ମାଙ୍କ ନେତୃତ୍ବରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ। ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତର ଶୋଚନୀୟ ପରାଜୟ ହୋଇଥିଲା। ଗୋଟିଏ ଇନିଂସ ଓ ୩୨ ରନରେ ଦକ୍ଷିଣ ଆଫ୍ରିକାଠୁ…

କମିନ୍ସଙ୍କୁ ୧୦ ୱିକେଟ୍‌, ଅଷ୍ଟ୍ରେଲିଆ ୭୯ ରନ୍‌ରେ ବିଜୟୀ

ମେଲବର୍ଣ୍ଣ:  ପାକିସ୍ତାନ-ଅଷ୍ଟ୍ରେଲିଆ ବକ୍ସିଂ ଡେ’ ଟେଷ୍ଟ୍‌ ରେ କମିନ୍ସଙ୍କୁ ୧୦ ୱିକେଟ୍‌, ଅଷ୍ଟ୍ରେଲିଆ ୭୯ ରନ୍‌ରେ ବିଜୟୀ। ପ୍ୟାଟ୍ କମିନ୍ସଙ୍କ ଉଭୟ ପାଳି ୫ ୱିକେଟ୍ ସଫଳତା ବଳରେ ଅଷ୍ଟ୍ରେର୍ଲିଆ ୭୯ ରନ୍‌ୟରେ ବାଜି ମାରି ନେଇଛି। ଭ୍ରମଣକାରୀ ଦଳ ସମ୍ମୁଖରେ ୩୧୭ ରନ୍ ବିଜୟ ଲକ୍ଷ୍ୟ…

ପ୍ରଥମ ଟେଷ୍ଟ ଜିତିଲା ଦକ୍ଷିଣ ଆଫ୍ରିକା

ସେଞ୍ଚୁରିଅନଠାରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତକୁ ଇନିଂସ ଓ ୩୨ ରନରେ ହରାଇ ଦେଇଛି ଦକ୍ଷିଣ ଆଫ୍ରିକା । ଏହା ସହିତ ଦକ୍ଷିଣ-ଆଫ୍ରିକା ଏହି ଟେଷ୍ଟ ସିରିଜରେ ୧-୦ରେ ଆଗୁଆ ହୋଇଯାଇଛି । ପ୍ରଥମ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଇନିଂସ ଏବଂ ୩୨ ରନ୍‌ରେ ବିଜୟୀ ହୋଇ ପୁଣି ପୁରୁରା…