Browsing Tag

#cricket

ଆଜି ଫାଇନାଲ୍‌ରେ ଭାରତ-ଶ୍ରୀଲଙ୍କା ମୁକାବିଲା

ଆଜି ଫାଇନାଲ୍‌ରେ ଭାରତ-ଶ୍ରୀଲଙ୍କା ମୁକାବିଲା  । ଫାଇନାଲ୍‌ ପୂର୍ବରୁ ସୁପର୍‌ ଫୋର୍ ମୁକାବିଲାରେ ଶ୍ରୀଲଙ୍କାକୁ ଭାରତ ହରାଇଥିଲା ।  ଭାରତ ମାତ୍ର ୨୧୩ ରନ୍ କରିଥିଲେ ମଧ୍ୟ ଶ୍ରୀଲଙ୍କାକୁ ୧୭୨ ରନ୍‌ରେ ରୋକି ଦେଇଥିଲା। କୁଲଦୀପ ଯାଦବ ୪ ୱିକେଟ୍‌ ନେଇ ଏହି ବିଜୟର ଅନ୍ୟତମ କର୍ଣ୍ଣଧାର…

ବିଶ୍ବ କପ୍ ପାଇଁ ଟିମ୍ ଇଣ୍ଡିଆର ୧୫ଜଣିଆ ସ୍କ୍ବାଡ ଘୋଷଣା କଲା ବିସିସିଆଇ

ବିଶ୍ବ କପ୍ ପାଇଁ ଟିମ୍ ଇଣ୍ଡିଆର ୧୫ଜଣିଆ ସ୍କ୍ବାଡ ଘୋଷଣା କଲା ବିସିସିଆଇ । ରୋହିତ ଶର୍ମା- ଅଧିନାୟକ, ଶୁଭମନ ଗିଲ, ବିରାଟ କୋହଲି, ଶ୍ରେୟଶ ଆୟର, କେ ଏଲ ରାହୁଲ (ଉଇକେଟ ରକ୍ଷକ), ଇଶାନ କିଷନ(ଉଇକେଟ ରକ୍ଷକ), ସୂର୍ଯ୍ୟ କୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ର…

ଓ୍ବେଷ୍ଟଇଣ୍ଡିଜକୁ ହରାଇଲା ଭାରତ

ଭାରତ ଓ୍ବେଷ୍ଟଇଣ୍ଡିଜକୁ ଚତୁର୍ଥ ଟି-୨୦ରେ ପରାସ୍ତ କରିଛି । ଶୁଭମନ ଗିଲ ଏବଂ ଜସସ୍ବୀ ଜୟସ୍ବାଲଙ୍କ ଦମଦାର ବ୍ୟାଟିଂ ବଳରେ ଦଳର ବିଜୟ ହୋଇଛି ।  ୧୭୯ର ବିଜୟ ଲକ୍ଷ୍ୟ ରହିଥିବାବେଳେ ଗିଲ୍ ୭୭ ଏବଂ ଜୟସ୍ବାଲ ୮୪ ରନ କରି ଅପରାଜିତ ରହିଥିଲେ । ଲଢ଼ୁଆ ବ୍ୟାଟିଂ ସହ ଜୟସ୍ବାଲ ମ୍ୟାଚର ଶ୍ରେଷ୍ଠ…

ୱାନ୍‌-ଡେ କପ୍‌ରେ ପୃଥ୍ବୀଙ୍କ ଦ୍ବି ଶତକ

ନର୍ଥହାମ୍ପଟନ: ଇଂଲଣ୍ଡର ପ୍ରଥମ ଶ୍ରେଣୀ କ୍ରିକେଟ ଓ୍ବାନ ଡେ କପ୍‌ରେ ନର୍ଥହାମ୍ପଟନସାୟାର ପକ୍ଷରୁ ଖେଳୁଥିବା ଭାରତୀୟ ବ୍ୟାଟର୍‌ ପୃଥ୍ବୀ ସ’ ବୁଧବାର ନୂଆ କୀର୍ତ୍ତିମାନ କରିଛନ୍ତି। ନର୍ଥହାମ୍ପଟନ୍‌ର କାଉଣ୍ଟି ଗ୍ରାଉଣ୍ଡରେ ସମରସେଟ୍‌ ବିପକ୍ଷରେ ୨୩ ବର୍ଷୀୟ ପୃଥ୍ବୀ ୨୪୮ ରନ କରିଛନ୍ତି । …

ୱେଷ୍ଟଇଣ୍ଡିଜ୍ ବିପକ୍ଷ ‌ଟ୍ବେଣ୍ଟି-୨୦ରେ ଭାରତ ପରାସ୍ତ

ତରୌବା: ଭାରତ ବିପକ୍ଷ ପ୍ରଥମ ଟ୍ବେଣ୍ଟି-୨୦ରେ ୱେଷ୍ଟଇଣ୍ଡିଜ୍ ୪ ରନ୍‌ରେ ବିଜୟୀ ହୋଇଛି। ଭାରତ ସମ୍ମୁଖରେ ୧୫୦ ରନ୍‌ ବିଜୟ ଲକ୍ଷ୍ୟ ରହିଥିବା ବେଳେ ହାର୍ଦିକ ପାଣ୍ଡ୍ୟାଙ୍କ ଦଳ ୧୪୫ ରନ୍‌ରେ ସୀମିତ ରହିଥିଲା। ୧୫୦ ରନ୍‌କୁ ପିଛା କରି ଭାରତ ଦୁଇ ପ୍ରାରମ୍ଭିକ ବ୍ୟାଟର୍‌ ଶୁବମନ ଗିଲ୍‌ ୩ ଓ…

ଶେଷ ଦିନିକିଆରେ ୱେଷ୍ଟଇଣ୍ଡିଜ୍‌କୁ ହରାଇଲା ଭାରତ

ତ୍ରିନିନାଦ୍‌:  ଟିମ୍‌ ଇଣ୍ଡିଆ ଶେଷ ଦିନିକିଆରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି । ୨୦୦ ରନରେ ବିଜୟଲାଭ କରିଛି ଟିମ୍ ଇଣ୍ଡିଆ ।  ୫୦ ଓଭରରେ ୫ଟି ୱିକେଟ୍‌ ହରାଇ ୩୫୧ ରନ୍‌ କରିବା ଫଳରେ ୱେଷ୍ଟଇଣ୍ଡିଜକୁ ୩୫୨ ରନ୍‌ର ବିଜୟ ଲକ୍ଷ୍ୟ ମିଳିଥିଲା । ଭାରତ ପକ୍ଷରୁ ଶୁଭମନ ଗିଲ ବ୍ୟକ୍ତିଗତ ଭାବେ…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ ଶେଷ ଦିନିକିଆ

ଆଜି ଭାରତ- ଓ୍ବେଷ୍ଟଇଣ୍ଡିଜ ଶେଷ ଦିନିକିଆ ।  ମ୍ୟାଚ ଜିତି ସିରିଜ କବଜା କରିବାକୁ ଉଦ୍ୟମ କରିବେ ଉଭୟ ଦଳ । ସନ୍ଧ୍ୟା ୭ଟାରୁ ଖେଳ ଆରମ୍ଭ ହେବ । ୩ଟିକିଆ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତର ଦମଦାର ବିଜୟ ହୋଇଥିବାବେଳେ ଦ୍ବିତୀୟ ଦିନିକିଆରେ ସହଜ ବିଜୟ ହାସଲ କରିଥିଲା ଓ୍ବେଷ୍ଟଇଣ୍ଡିଜ୍…

ଭାରତକୁ ହରାଇଲା ୱେଷ୍ଟଇଣ୍ଡିଜ୍‌

ବାର୍ବାଡସ୍‌:  ୱେଷ୍ଟଇଣ୍ଡିଜ୍‌ କେନସିଙ୍ଗଟନ୍‌ ଓଭାଲ୍‌ରେ ଖେଳାଯାଇଥିବା ଦ୍ବିତୀୟ ମ୍ୟାଚ୍‌ରେ ୬ ୱିକେଟ୍‌ରେ ଭାରତକୁ ପରାସ୍ତ କରିଛି। ୱେଷ୍ଟଇଣ୍ଡିଜ୍‌ ଟସ୍‌ ଜିତି ଭାରତକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ ଦେଇଥିଲା। ରୋହିତ ଶର୍ମା ଓ ବିରାଟ କୋହଲି ବିଶ୍ରାମ ନେଇଥିଲା ବେଳେ ତାଙ୍କ ସ୍ଥାନରେ…

ବିରାଟ କୋହଲିଙ୍କ ବିଶ୍ବ ରେକର୍ଡ

ବିରାଟ କୋହଲିଙ୍କ ବିଶ୍ବ ରେକର୍ଡ । ୫୦୦ତମ ଅନ୍ତର୍ଜାତୀୟ ମ୍ୟାଚକୁ ସ୍ବତନ୍ତ୍ର କରିଛନ୍ତି ବିରାଟ। ୱେଷ୍ଟଇଣ୍ଡିଜ ବିପକ୍ଷ ତ୍ରିନିଦାଦ ଟେଷ୍ଟର ପ୍ରଥମ ଇନିଂସରେ ବିରାଟ ୧୨୧ ରନର ଶତକୀୟ ଇନିଂସ୍‌ ଖେଳିଛନ୍ତି।  ବିଶ୍ୱ କ୍ରିକେଟରେ ସର୍ବାଧିକ ଅନ୍ତର୍ଜାତୀୟ ରନ ସ୍କୋର କରିଥିବା ଶ୍ରେଷ୍ଠ-୫…

ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷରେ ଭାରତର ବୃହତ ବିଜୟ

ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷରେ ଟିମ୍ ଇଣ୍ଡିଆର ଜବରଦସ୍ତ ପ୍ରଦର୍ଶନ । ମାତ୍ର ତିନି ଦିନରେ ଶେଷ ହେଲା ଡୋମିନିକା ଟେଷ୍ଟ । ଏକ ଇନିଂସ ୧୪୧ ରନରେ ମ୍ୟାଚକୁ ଜିତି ନେଇଛନ୍ତି ରୋହିତ ବ୍ରିଗେଡ୍ । ରବିଚନ୍ଦ୍ରନ ଅଶ୍ବିନୀଙ୍କ ଘାତ ବୋଲିଂରେ ଧରାଶୟୀ ହୋଇଛି ଘରୋଇ ଦଳ । ଅଶ୍ବିନୀ ପ୍ରଥମ ଇନିଂସରେ…