Browsing Tag

#cricket

ଆଜି ଭାରତ-ଇଂଲଣ୍ଡ ଚତୁର୍ଥ ଟି-ଟ୍ୱେଣ୍ଟି ମୁକାବିଲା

ଆଜି ସନ୍ଧ୍ୟା ୭ଟାରେ ପୁଣେରେ ଖେଳାଯିବ ଏହା ମ୍ୟାଚ୍ । ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ଵାଧୀନ ଭାରତୀୟ ଦଳର ନଜର ସିରିଜ୍ ବିଜୟ ଉପରେ ରହିଛି। ଅନ୍ୟପଟେ ଜୋସ ବଟଲରଙ୍କ ଦଳ ମୁକାବିଲା ଜିତି ସିରିଜ୍ ବରାବର କରିବା ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବ । ବର୍ତ୍ତମାନ ୨-୧ ସିରିଜରେ ଭାରତ ଆଗୁଆ ରହିଛି…

ଚାମ୍ପିଅନ୍ସ ଟ୍ରଫିରେ ରୋହିତ ଶର୍ମା ଦଳର ଅଧିନାୟକ

ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ରୋହିତ ଶର୍ମା ଦଳର ଅଧିନାୟକ ଥିବା ବେଳେ ଶୁଭମନ ଗିଲ ଉପଅଧିନାୟକ ରହିଛନ୍ତି । ପ୍ରଥମଥର ପାଇଁ ଶୁଭମନ ଗିଲ ଉପଅଧିନାୟକ ହେବେ । ଫେବ୍ରୁଆରୀ ୨୩ରେ ପାକିସ୍ତାନକୁ ଭେଟିବ ଟିମ୍ ଇଣ୍ଡିଆ । ଫେବ୍ରୁଆରୀ ୧୯ରୁ ଚାମ୍ପିଅନ୍ସ ଟ୍ରଫି ଆରମ୍ଭ ହେବ…

୪୩୫ ସ୍କୋର କରି ଇତିହାସ ରଚିଲା ମହିଳା ଭାରତୀୟ ଦଳ

ଇତିହାସ ରଚିଲା ଭାରତ, ଭାଙ୍ଗିଲା ମହିଳା ଦିନିକିଆ ରେକର୍ଡ। ୪୩୫ ସ୍କୋର କରି ଭାରତ ରେକର୍ଡ ସୃଷ୍ଟି କରିଛି। ବଳ ଦେଲା ସ୍ମୃତି ମନ୍ଧାନାଙ୍କ ଦ୍ରୁତତମ ଶତକ ଓ ପ୍ରତୀକା ରାୱଲଙ୍କ ପ୍ରଥମ ଶତକ। ଫଳରେ ଭାରତ ବୁଧବାର ରାଜକୋଟରେ ଆୟର୍ଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ମହିଳା ଦିନିକିଆରେ ୫୦ ଓଭର…

ଖେଳାଳିଙ୍କ ସହିତ ଯାଇ ପାରିବେନି ସ୍ତ୍ରୀ ଓ ପରିବାର

ଭାରତୀୟ ଖେଳାଳିଙ୍କ ଖରାପ ପ୍ରଦର୍ଶନ ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏହାର ଆଭିମୁଖ୍ୟ ଅଧିକ ଶକ୍ତ କରିଛି। ପୂର୍ବରୁ ଖେଳାଳିଙ୍କ ସହିତ ପରିବାର ଲୋକ ଓ ସ୍ତ୍ରୀ ଯିବାର ଅନୁମତି ରହିଥିବା ବେଳେ ବର୍ତ୍ତମାନ ଏହି ନିୟମକୁ ବଦଳାଇଛି ବିସିସିଆଇ। ଭାରତୀୟ ଦଳର ବିଦେଶ ଗସ୍ତ ସମୟରେ…

ଆଇପିଏଲ ୨୦୨୫ ସିଜିନ୍ ୨୩ ମାର୍ଚ୍ଚରୁ ଆରମ୍ଭ ହେବ

ଆଇପିଏଲ ୨୦୨୫ ସିଜିନ୍ ୨୩ ମାର୍ଚ୍ଚରୁ ଆରମ୍ଭ ହେବ |ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଉପାଧ୍ୟକ୍ଷ ରାଜୀବ ଶୁକ୍ଳା ଏହା ପ୍ରକାଶ କରିଛନ୍ତି। ରାଜୀବ ଶୁକ୍ଳା କହିଛନ୍ତି ଯେ ଆଇପିଏଲ ୨୦୨୫ ସିଜିନ୍ ୨୩ ମାର୍ଚ୍ଚରୁ ଆରମ୍ଭ ହେବ। ଅର୍ଥାତ୍ ଏହି ଦିନ ଟୁର୍ଣ୍ଣାମେଣ୍ଟର ଉଦଘାଟନୀ…

ଚାମ୍ପିଅନ୍ସ ଟ୍ରଫି ମ୍ଯାଚରେ ଟୀମ ଇଣ୍ଡିଆରୁ ବାଦ୍ ପଡିବେ ଜସପ୍ରୀତ ବୁମରା

ଫେବ୍‌ଆରୀରେ ହେବାକୁ ଥିବା ଆଇସିସି ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଭାରତକୁ ବଡ଼ ଝଟକା ଲାଗିଛି । ଟିମର ଷ୍ଟାର ବୋଲର ଜସପ୍ରୀତ ବୁମରା ଆହତ ସମସ୍ୟା କାରଣରୁ ଟୁର୍ଣ୍ଣାମେଣ୍ଟର କିଛି ମ୍ୟାଚ୍ ଖେଳିନପାରନ୍ତି । ଗ୍ରୁପ ଷ୍ଟେଜ ମ୍ୟାଚରୁ ବୁମରା ବାଦ୍ ପଡିପାରନ୍ତି । ବୁମରା ପିଠି ଯନ୍ତ୍ରଣାରେ ଛଟପଟ…

ସିଡନୀ ଟେଷ୍ଟରେ ଅଷ୍ଟ୍ରେଲିଆର ବିଜୟ

ମଉଳିଲା ଭାରତର WTC ଫାଇନାଲରେ ପହଞ୍ଚିବାର ଆଶା । ପଞ୍ଚମ ଟେଷ୍ଟରେ ୧୬୨ ରନର ଟାର୍ଗେଟକୁ ପିଛା କରୁଥିବା ଟିମ ଅଷ୍ଟ୍ରେଲିଆ ୪ ୱିକେଟ ହରାଇ ବାଜି ମାରିଛି ।  ଏଥିସହ ବର୍ଡର-ଗାଭାସ୍କର ଟ୍ରଫିକୁ ୩-୧ରେ କବଜା କରିଛି ।  ଭାରତ ପକ୍ଷରୁ ପ୍ରସିଦ୍ଧ କ୍ରିଷ୍ଣା ୩ଟି ୱିକେଟ ନେଇଥିଲେ ।  ତେବେ…

୧୮୧ ରନରେ ଅଲଆଉଟ ହେଲା ଅଷ୍ଟ୍ରେଲିଆ

ସିରାଜ ଓ ପ୍ରସିଦ୍ଧ କ୍ରିଷ୍ଣା ୩ଟି ଲେଖାଏଁ ୱିକେଟ ନେଇଥିବା ବେଳେ ବୁମରା ଓ ନୀତିଶ ରେଡ୍ଡୀ ଦୁଇଟି ଲେଖାଏଁ ୱିକେଟ ନେଇଛନ୍ତି । ଭାରତ ପ୍ରଥମ ଇନିଂସରେ ୧୮୫ ରନ୍ କରିଥିଲା । ଏହା ସହ ପ୍ରଥମ ଇନିଂସରେ ୪ ରନରେ ଆଗୁଆ ହୋଇଛି ଟିମ ଇଣ୍ଡିଆ । ସେପଟେ ବୁମରା ଆହତ ହେବା ଫଳରେ ତାଙ୍କ ସ୍ଥାନରେ…

ମୁଁ ଅବସର ନେଇନି, ଗୋଟିଏ ମ୍ଯାଚ ବିଶ୍ରାମ ନେଇଛି : ରୋହିତ ଶର୍ମା

ଅଷ୍ଟ୍ରେଲିଆ ବିପକ୍ଷ ସିଡନୀ ଟେଷ୍ଟ ନଖେଳିବା ନେଇ ପ୍ରଥମ ଥର ମୁହଁ ଖୋଲିଛନ୍ତି ରୋହିତ ଶର୍ମା । କହିଛନ୍ତି, ସେ ଟେଷ୍ଟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଇନାହାନ୍ତି । କେବଳ ଗୋଟିଏ ମ୍ୟାଚ୍‌ ପାଇଁ ସେ ବିଶ୍ରାମ ନେଇଛନ୍ତି । ସିଡନୀ ଟେଷ୍ଟ ନଖେଳିବା, ତାଙ୍କ ନିଜସ୍ୱ ନିଷ୍ପତ୍ତି ବୋଲି କହିଛନ୍ତି…

ଶେଷ ଟେଷ୍ଟରେ ଦଳରୁ ବାଦ୍‌ ପଡ଼ିଲେ ରୋହିତ ଶର୍ମା

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ସିରିଜ୍‌ର ପଞ୍ଚମ ତଥା ଶେଷ ଟେଷ୍ଟ ସିଡନୀରେ ଆରମ୍ଭ ହୋଇଛି। ଏହି ଟେଷ୍ଟରେ ଭାରତର ଅଧିନାୟକ ଜଶପ୍ରୀତ ବୁମ୍‌ରା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଭାରତର ଶୀର୍ଷ କ୍ରମ ପୁଣି ଫ୍ଲପ୍‌ ସାବ୍ୟସ୍ତ ହୋଇଛି।…