Browsing Tag

#cricket

ମହିଳା ଟ୍ବେଣ୍ଟି-୨୦ ବିଶ୍ବକପ୍‌ ଫାଇନାଲରେ ଆଜି ନ୍ୟୁଜିଲାଣ୍ଡ-ଦକ୍ଷିଣ ଆଫ୍ରିକା ମୁହାଁମୁହିଁ

ରବିବାର ହେବାକୁ ଥିବା ମହିଳା ଟ୍ବେଣ୍ଟି-୨୦ ବିଶ୍ବକପ୍‌ ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକାକୁ ଭେଟିବ ନ୍ୟୁଜିଲାଣ୍ଡ। ପୂର୍ବରୁ ନ୍ୟୁଜିଲାଣ୍ଡ ମହିଳା ଦଳ କେବଳ ୨୦୦୦ ମସିହାରେ ଦିନିକିଆ ବିଶ୍ବକପ୍‌ ବିଜେତା ହୋଇଥିଲା। ‌ଏବେ ୨୪ ବର୍ଷ ପରେ ପୁଣି ଥରେ ବିଶ୍ବକପ୍‌ ଟ୍ରଫି ଧରିବାକୁ ନ୍ୟୁଜିଲାଣ୍ଡ…

ଦିନର ଶେଷ ବଲରେ କିପରି ଆଉଟ ହେଲେ କୋହଲି!

ଗତକାଲି ଦିନର ଶେଷ ବଲରେ ଆଉଟ ହୋଇ ନିଜର ପ୍ରଶଂସକଙ୍କୁ ନିରାଶ କରିଛନ୍ତି ବିରାଟ କୋହଲି  । ତେବେ ସେ ଅର୍ଧ ଶତକ ହାସଲ କରିବା ପରେ  ତାଙ୍କ ଟେଷ୍ଟ କ୍ୟାରିୟରରେ ୯୦୦୦ ରନ ପୂରଣ କରିଛନ୍ତି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବାଙ୍ଗାଲୋରରେ ଖେଳାଯାଉଛି। ଟିମ…

ଭାରତୀୟ ଅଧିନାୟକ ରୋହିତ ଶର୍ମା ତାଙ୍କ ଭୁଲକୁ ସ୍ୱୀକାର କରିଛନ୍ତି

ବେଙ୍ଗାଲୁରୁର ଏମ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ଖେଳାଯାଉଛି। ଏହି ଟେଷ୍ଟରେ ଟସ୍ ଜିତିବା ଏବଂ ପ୍ରଥମେ ବ୍ୟାଟିଂ କରିବାକୁ ଚୟନ କରିବା ପରେ ଟିମ୍ ଇଣ୍ଡିଆ ମାତ୍ର ୪୬ ରନ୍ ସ୍କୋର କରିପାରିଥିଲା । ୬ ଜଣ ବ୍ୟାଟ୍ସମ୍ୟାନ ରନ୍ ସ୍କୋର୍…

ହିରୋ ବନିଲେ ସାମସନ: ବାଂଲାଦେଶକୁ ହରାଇଲା ଟିମ୍ ଇଣ୍ଡିଆ

ହାଇଦ୍ରାବାଦର ରାଜୀବ ଗାନ୍ଧି ଅନ୍ତର୍ଜାତୀୟ ଷ୍ଟାଡିୟମଠାରେ ସାମସନଙ୍କ ଧୁଆଁଧାର ବ୍ୟାଟିଂରେ ଘାଇଲା ହୋଇଛି ବାଂଲାଦେଶ ।  ୩ୟ ଟି-୨୦ରେ ବାଂଲାଦେଶକୁ ୧୩୩ ରନରେ ହରାଇ ବିପୁଳ ବିଜୟ ହାସଲ କରିଛି ଭାରତ ।  ଭାରତ ପକ୍ଷରୁ ବାଂଲାଦେଶ ଆଗରେ ୨୯୮ ରନର ଲକ୍ଷ୍ୟ ରଖାଯାଇଥିବାବେଳେ ବାଂଲାଦେଶ…

ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ କିଏ ହେଲେ ଉପ ଅଧିନାୟକ ?

ରୋହିତ ଶର୍ମାଙ୍କ ନେତୃତ୍ୱରେ ନ୍ୟୁଜିଲାଣ୍ଡ ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି।  ବାଂଲାଦେଶ ସହ ବିଜୟ ପରେ ଟିମ୍ ଭାରତ ଏବେ ଭଲ ଫର୍ମରେ ରହିଛି  । ୧୫ ଜଣିଆ ଟିମରେ ଦ୍ରୁତ ବୋଲର ଯଶପ୍ରୀତ ବୁମ୍ରାଙ୍କୁ ଉପ-ଅଧିନାୟକ ଦାୟିତ୍ୱ ମିଳିଛି।  ବାଂଲାଦେଶ…

ବର୍ଡର-ଗାଭାସ୍କର ଟ୍ରଫିରୁ ବାଦ୍‌ ପଡ଼ିଲେ ଭାରତୀୟ କ୍ରିକେଟ ତାରକା ବୋଲର ଶାମି

ଭାରତୀୟ କ୍ରିକେଟ ଦଳର ତାରକା ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ଅଡ଼ୁଆ ଥମିବାର ନାଁ ଧରୁନି। ଶାମି ଆଜିକାଲି ଆହତ ସମସ୍ୟା ଦେଇ ଗତି କରୁଛନ୍ତି। ନଭେମ୍ବରରୁ ଜାନୁୟାରୀ ମଧ୍ୟରେ ଅଷ୍ଟ୍ରେଲିଆ ଗସ୍ତରେ ଖେଳାଯିବାକୁ ଥିବା ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଶାମି ଜଣେ ଗୁରୁତ୍ୱପୂର୍ଣ୍ଣ ବୋଲର ହେବେ,…

ଭାରତ-ବାଂଲାଦେଶ ଦ୍ବିତୀୟ ଟ୍ବେଣ୍ଟି-୨୦ରେ ସୂର୍ଯ୍ୟ ଦେଖାଇବେ କି କମାଲ !

ଏବେ ଭାରତ ପାଇଁ ଭଲ ବେଳା ଚାଲିଛି । ସୂର୍ଯ୍ୟକୁମାରଙ୍କ ଅଧିନାୟକତ୍ବରେ  ଦୁଇ ନବାଗତଙ୍କ ସହ ଏକାଧିକ ଯୁବ ଖେଳାଳି ଭଲ ପ୍ରଦର୍ଶନ କରୁଛନ୍ତି । ପାକିସ୍ତାନକୁ ଟେଷ୍ଟରେ ହରାଇ ବାଂଲାଦେଶ ଆସିଥିଲା । ତେବେ ନୂଆ ଖେଳାଳିଙ୍କୁ  ନେଇ ଖେଳିଥିବା ସତ୍ତ୍ବେ ଗ୍ବାଲିୟର୍‌ରେ ବାଂଲାଦେଶକୁ…

ବୋଲିଂ ବାହିନୀର ମିଳିତ ଆକ୍ରମଣରେ ବାଂଲାଦେଶ ହେଲା ଘାଇଲା: ହାର୍ଦ୍ଦିକ, ସୂର୍ଯ୍ୟଙ୍କ କମାଲ

ଗ୍ବାଲିୟର୍: ବୋଲିଂ ବାହିନୀ ଦେଲେ ବିଜୟ ।  ବାଂଲାଦେଶ ବିପକ୍ଷ ପ୍ରଥମ ଟ୍ବେଣ୍ଟି-୨୦ରେ ଭାରତ ୭ ୱିକେଟ୍‌ର ବଡ଼ ବିଜୟ ପାଇଛି।  ଗ୍ବାଲିୟରର  ଶ୍ରୀମନ୍ତ ମାଧବରାଓ ସିନ୍ଧିଆ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ୟାଦବ ଟସ୍ ଜିତି ବାଂଲାଦେଶକୁ ବ୍ୟାଟିଂ…

ଟି-୨୦ ମହିଳା ବିଶ୍ୱକପ: ପାକିସ୍ତାନକୁ ଘାଇଲା କଲେ ଭାରତୀୟ ବୋଲର୍

ଟି-୨୦ ମହିଳା ବିଶ୍ୱକପରେ କମାଲ୍ ଦେଖାଇଛନ୍ତି ଭାରତୀୟ ବୋଲର। ୧୦୫ ରନରେ ପାକିସ୍ତାନକୁ ଅଟକାଇବାରେ ସଫଳ ହୋଇଛନ୍ତି। ନିର୍ଦ୍ଧାରିତ ଓଭରରେ ୮ ୱିକେଟ ହରାଇ ୧୦୫ ରନ୍ କରିଛି ପାକିସ୍ତାନ। ଫଳରେ ଭାରତ ଆଗରେ ୧୦୬ ରନର ବିଜୟ ଲକ୍ଷ୍ୟ ରହିଛି। ଅରୁନ୍ଧତୀ ରେଡ୍ଡୀ ସର୍ବାଧିକ ତିନି ୱିକେଟ ନେଇ…

ଆଜି ଭାରତ-ପାକିସ୍ତାନ ଲଢ଼େଇ: କିଏ ମାରିବ ବାଜି !

ଆଜି ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ପାକସ୍ତାନକୁ ଭେଟିବ ଭାରତ। ଅନ୍ୟତମ ଟ୍ରଫି ଦାବିଦାର ଭାବେ ଭାରତ ଏହି ପ୍ରତିଯୋଗିତାକୁ ଯାଇଥିବା ବେଳେ ହର୍ମନପ୍ରୀତ କୌରଙ୍କ ଦଳକୁ ନିଜ ଅଭିଯାନ ଟ୍ରାକ୍‌ରେ ରଖିବା ଲାଗି ପାକିସ୍ତାନକୁ ହରାଇବା ନିହାତି ଦରକାର । ଆଜିର ମ୍ୟାଚ କର ବା ମର ଭଳି । ଆଜି ଯଦି…