ବାପା ହେଲେ ଯୁବରାଜ ସିଂହ: ଶିଶୁ ପୁତ୍ରକୁ ଜନ୍ମଦେଇ ଖୁସି ଖବର ଦେଲେ ପତ୍ନୀ ହେଜେଲ
ମେଟ୍ରୋ ଟିଭି ଓଡିଶା,୨୬/୧ : ଭାରତୀୟ କ୍ରିକେଟର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂହ ବାପା ହୋଇଛନ୍ତି । ଯୁବରାଜଙ୍କ ପତ୍ନୀ ହେଜେଲ କିଚ୍ ଗୋଟିଏ ପୁତ୍ର ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି । ଗତକାଲି ଯୁବିଙ୍କ ଘରକୁ ଆସିଛି ନୂଆ ଅତିଥି । ଟ୍ୱିଟ କରି ଏନେଇ ସୂଚନା ଦେଇଛନ୍ତି ଯୁବରାଜ । ସେ!-->…