ଆସୁଛି ଅକ୍ଟୋବର ବାତ୍ୟା, ଚାଷୀଙ୍କ ମନରେ ଛନକା
ପୁରୀ:ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ପରିଣତ ହେବ ଓ ପରବର୍ତ୍ତି ସମୟରେ ଏହା ଏକ ଅବପାତରେ ପରିଣତ ହେବ, ଯାହାକି ବାତ୍ୟାର ରୂପ ନେଇପାରେ। ପରିସ୍ଥିତି ଉପରେ ରାଜ୍ୟ…