ଗ୍ୟାସ ହେଲା ଶସ୍ତା
ମେଟ୍ରୋ ଟିଭି ଓଡିଶା,୨୦/୧ : କରୋନା ମହାମାରୀ ପରେ ଅର୍ଥନୀତିର ଅବସ୍ଥା ଅସନ୍ତୁଳିତ ହୋଇଯାଇିଛି । ଏହି ସବୁ ମଧ୍ୟରେ ସବୁ ଜିନିଷର ଦରଦାମ ବଢିବାରେ ଲାଗିଛି । ପରିବା ରୋଷେଇ ଗ୍ୟାସ ସିଲିଣ୍ଡର ଆଦିର ଦର ଆକାଶ ଛୁଆଁ ହୋଇଛି । ମଧ୍ୟବିତ୍ତ ଓ ଗରିବ ଶ୍ରେଣୀର ଲୋକ ଏଥିରେ ବିଶେଷ ଭାବେ ପ୍ରଭାବିତ…