ଜାନକୀବଲ୍ଲଭ ପଟ୍ଟନାୟକଙ୍କ ଅଷ୍ଟମ ଶ୍ରାଦ୍ଧବାର୍ଷିକୀ ୨୧ରେ
ଭୁବନେଶ୍ବର : ଆସନ୍ତାକାଲି ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୮ତମ ଶ୍ରାଦ୍ଧବାର୍ଷିକୀ । ଏଥିପାଇଁ ଏକ ସମାରୋହ ୨୧ ତାରିଖ ସଂଧ୍ୟା ୬ ଟା ସମୟରେ ଖୋର୍ଦ୍ଧାସ୍ଥିତ ଜାନକୀ ବଲ୍ଲଭ ସ୍ମୃତି ଉଦ୍ୟାନରେ ଅନୁଷ୍ଠିତ ହେବ। ଖୋର୍ଦ୍ଧା ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି କମିଟି…