ରାଜ୍ୟରେ ଶହୀଦ ଦିବସ ପାଳିତ
ମେଟ୍ରୋ ଟିଭି ଓଡିଶା,୩୦/୧ : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟଠାରେ ଆଜି ଶହୀଦ ଦିବସ ଏବଂ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଏକଶହ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ ଏହି!-->…