ବାତ୍ୟା ଅଞ୍ଚଳରେ ସ୍ଥିତି ପରଖିଲେ ଉପମୁଖ୍ୟମନ୍ତ୍ରୀ
ବାତ୍ୟା ପ୍ରଭାବିତ କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍ଥିତି ପରଖିଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଧନ ସିଂହଦେଓ । ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳଚୁଆ ଓ ବଗପାଟିଆରେ ବାତ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ । ବାତ୍ୟା ଦାନା ସ୍ଥଳଭାଗ ଅତିକ୍ରମ କରିବାବେଳେ କେନ୍ଦ୍ରାପଡ଼ା…