ପାରାଦୀପ ‘ବିକାଶ ଦ୍ୱୀପ’ ହେବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ
ଶିଳ୍ପାଞ୍ଚଳ ପାରାଦୀପରେ ଯେଉଁ ସମ୍ଭାବନା ଅଛି, ତାହା ଆଗାମୀ ଦିନରେ ଓଡ଼ିଶାର ଆବଶ୍ୟକତାକୁ ପୂରଣ କରିବ। ‘ପୂର୍ବୋଦୟ ମିସନ’ରେ ପାରାଦୀପ ‘ବିକାଶ ଦ୍ୱୀପ’ ହେବ ବୋଲି ସୋମବାର ପାରଦୀପ ନିର୍ବାଚନମଣ୍ଡଳୀରେ ଆୟୋଜିତ ‘କାର୍ଯ୍ୟକର୍ତ୍ତା ସମ୍ମିଳନୀ’କୁ ସମ୍ବୋଧିତ କରିବା ଅବସରରେ କହିଛନ୍ତି…