Browsing Tag

dj

ଗଣେଶ ପୂଜା ଭସାଣି ରେ ଡ଼ିଜେ ଉପରେ ଲାଗିଲାକଟକଣା

ଭୁବନେଶ୍ବର: ଆଦ୍ୟ ଦେବତା ଶ୍ରୀ ଗଣେଶଙ୍କ ପୂଜା ଆସନ୍ତା ୭ ତାରିଖ ଦିନ ଠାରୁ ଆରମ୍ଭ ହେବ। ଦେଶବ୍ୟାପୀ ଗଣେଶ ପୂଜା ଉତ୍ସାହର ସହିତ ପାଳନ କରାଯିବ। ଓଡ଼ିଶାରେ ପ୍ରସିଦ୍ଧ ଜଟଣୀ, ତାଳଚେର, ଦେବଗଡ଼ ସମେତ କଟକ ଓ ଭୁବନେଶ୍ବରରେ ମଧ୍ୟ ଧୁମଧାମ୍‌ରେ ଗଣେଶ ପୂଜାର ଆୟୋଜନ ହେବ। ରାଜଧାନୀ ଭୁବନେଶ୍ବରରେ…