Browsing Tag

#education

+2 ନାମଲେଖା ପାଇଁ ଆଜିଠୁ ଆବେଦନ ଆରମ୍ଭ

+2 ନାମଲେଖା ପାଇଁ ଆଜିଠୁ ଆବେଦନ । ଆଜିଠୁ ଜୁନ୍ ୩୦ ତାରିଖ ଯାଏଁ ଅନଲାଇନ୍ ଆବେଦନ । ସାମ୍‌ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଆଜି ଦିନ ୨ଟାରୁ ଆରମ୍ଭ ହେବ ପ୍ରକ୍ରିୟା । ୩୦ ତାରିଖ ଦିନ ୧୧ ଟା ୪୫ ସୁଦ୍ଧା ଆବେଦନ ଶେଷ ହେବ । ଜୁଲାଇ ୭ରେ ପ୍ରଥମ ମେରିଟ୍ ଲିଷ୍ଟ ବାହାରିବ ।…

ଦୁଇ ଦିନରେ ପ୍ରକାଶ ପାଇବ +୨ ଫଳାଫଳ : ନିତ୍ୟାନନ୍ଦ ଗଣ୍ଡ

ଦୁଇ ଦିନରେ +୨ ରେଜଲ୍ଟ । ଏନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ଆଉ ବିଳମ୍ବ ହେବନି, ଛାତ୍ରଛାତ୍ରୀ ବ୍ୟସ୍ତ ହୁଅନ୍ତୁ ନାହିଁ’ । ସେପଟେ +୩ ନାମଲେଖା ପାଇଁ ଆବେଦନ ଅବଧି ବୃଦ୍ଧି ପାଇବ । ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଗଣଶିକ୍ଷା ମନ୍ତ୍ରୀ…

ସ୍କୁଲ ଛାତ୍ରଛାତ୍ରୀଙ୍କୁ ଏପ୍ରିଲ ୧ରୁ ମିଳିବ ମାଣ୍ଡିଆ ଲଡୁ

ଛାତ୍ରଛାତ୍ରୀଙ୍କୁ ପୁଷ୍ଟିକର ଖାଦ୍ୟ ଯୋଗାଇବାକୁ ରାଜ୍ୟସରକାରଙ୍କ ବଡ଼ ପଦେକ୍ଷପ । ଏପ୍ରିଲ ପହିଲାରୁ ମଧ୍ୟାହ୍ନ ଭୋଜନ ସହ ସ୍କୁଲ ପିଲାଙ୍କୁ ମିଳିବ ପୋଷଣ ଯୁକ୍ତ ଲଡୁ । ସ୍କୁଲର ସମସ୍ତ ପିଲାଙ୍କୁ ପୋଷଣ ଯୁକ୍ତ ଲଡୁ ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଗୋଟିଏ ସପ୍ତାହରେ ସୋମବାର,…

ଗ୍ରୀଷ୍ମପ୍ରବାହ ଯୋଗୁଁ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ରାଜ୍ୟରେ ବଢୁଥିବା ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ଆସନ୍ତା ଏପ୍ରିଲ ୨ରୁ ଲାଗୁ ହେବ। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ତେବେ ଏ ପର୍ଯ୍ୟନ୍ତ ସମୟ ସାରଣୀ…

ଅସହ୍ୟ ଗରମ ଯୋଗୁଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ

ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ସକାଳୁଆ ପାଠପଢ଼ା ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନେଇଛି। ଏନେଇ ବିଭାଗ ପକ୍ଷରୁ ଏକ ଏସ୍‌ଓପି ଜାରି କରାଯାଇଛି। ଏଥିସହ ବିଶ୍ୱବିଦ୍ୟାଳୟର…

ବିଜେବି କଲେଜକୁ ମିଳିଲା `NAAC A’ ମାନ୍ୟତା

ପୁଣି ବିଜେବି କଲେଜକୁ ମିଳିଛି ନାକ ମାନ୍ୟତା। ଚଳିତଥରକୁ ମିଶାଇଲେ ବିଜେବି କଲେଜକୁ ତୃତୀୟଥର ପାଇଁ ନାକ ଏ ମାନ୍ୟତା ମିଳିଛି। ବିଜେବି କଲେଜକୁ ମିଳିଲା `A' ଗ୍ରେଡ। ନାକ ମାନ୍ୟତା ହାସଲରେ ଲଗାତାର ତୃତୀୟ ଥରରେ A ଗ୍ରେଡ ନେଲା ବିଜେବି ସ୍ବୟଂ ଶାସିତ ମହାବିଦ୍ୟାଳୟ। CGPA ରିପୋର୍ଟ ଅନୁସାରେ…

ଦୁଇ ବନ୍ଧୁଙ୍କ ଛୋଟିଆ ପ୍ରୟାସ ଗଢିପରେ ଅନେକ ପିଲାଙ୍କ ଭବିଷ୍ୟତ

ନିରାକରପୁରର ଜଣେ ସଫଳ ଯୁବନେତା ଓ ତାଙ୍କ ବନ୍ଧୁଙ୍କ ଛୋଟିଆ ପ୍ରୟାସ ଗଢିପରେ ଅନେକ ପିଲାଙ୍କ ଭବିଷ୍ୟତ |ନିଜ ଅଞ୍ଚଳ ଯୁବପିଢିଙ୍କ ପାଇଁ କିଛି କରିବାର ଇଚ୍ଛା ଓ ଆଶା ଆଜି ପୂରଣ ହୋଇଛି | ଯୁବନେତା ଦୁର୍ଗାପ୍ରସାଦ ନାଥଶର୍ମା ଓ ତାଙ୍କ ବନ୍ଧୁ ଦେବୀ ପ୍ରସାଦ ପଟ୍ଟନାୟକଙ୍କ ପ୍ରୟାସ ରେ ନିରାକରପୁର…

ଆଜି ଓଡ଼ିଶା ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ

ଆଜି ଓଡ଼ିଶା ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ । ତାଙ୍କର ଏହି ଗସ୍ତ ଦୁଇ ଦିନିଆ ହେବ ବୋଲି ଜଣାପଡ଼ିଛି । ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହ ଏକ ଏକ ପ୍ରତିନିଧି ମଣ୍ଡଳୀ ମଧ୍ୟ ଆସିବେ । ସିଙ୍ଗାପୁରର ଜୁରଙ୍ଗ ପେଟ୍ରୋକେମିକାଲକ୍ସ କମ୍ପ୍ଲେକ୍ସ ଓ ଟୁଆସ ବନ୍ଦର ମଡେଲ୍‌ରେ…

ମକର ସଂକ୍ରାନ୍ତି ପାଇଁ ସ୍କୁଲ-କଲେଜ ଛୁଟି ଘୋଷଣା କଲେ ମୋହନ ମାଝି

କଲେଜ ଓ ସ୍କୁଲ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଛୁଟି ଘୋଷଣା କରିଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ, ଜାନୁୟାରୀ ୧୧ ରୁ ୧୬ ପର୍ଯ୍ୟନ୍ତ କଲେଜଗୁଡ଼ିକରେ ମୋଟ ଛଅ ଦିନ ଛୁଟି ରହିବ। ସେହିପରି ସ୍କୁଲଗୁଡିକ ଜାନୁଆରୀ ୧୧ ରୁ ୧୭ ପର୍ଯ୍ୟନ୍ତ ସାତ ଦିନ ପାଇଁ ଛୁଟି ରହିବ। ମକର ସଂକ୍ରାନ୍ତି ଦକ୍ଷିଣ…