ଶିମିଳିପାଳ ଜଙ୍ଗଲରେ ପ୍ରାଣତ୍ୟାଗ କଲା ‘ଯଶୋଦା’
୬ ମାସ ତଳେ ଯଶୋଦାକୁ ଚନ୍ଦକା ଅଭୟାରଣ୍ୟରୁ ଶିମିଳିପାଳକୁ ଆଣାଯାଇଥିଲା । ଆସିବା ସମୟରୁ ଯଶୋଦା ଅସୁସ୍ଥ ରହିଥିଲା । ଗତ ତିନିମାସ ହେବ ତାର ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଅନେକ ବିଶେଷଜ୍ଞ ଡାକ୍ତରଙ୍କ ଦ୍ଵାରା ଚିକିତ୍ସା କରାଯାଉଥିଲା । ହେଲେ କୌଣସି ସୁଫଳ ମିଳିନଥିଲା । ଶେଷରେ…