ଆଜି ବିଶ୍ବହାତୀ ଦିବସ: ହାତୀ ସୁରକ୍ଷା ଚିନ୍ତା
ହାତୀଙ୍କ ସୁରକ୍ଷା ଓ ସଂରକ୍ଷଣ ପ୍ରତି ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ ୧୨ ତାରିଖକୁ ‘ବିଶ୍ବ ହସ୍ତୀ ଦିବସ ଭାବେ’ ପାଳନ କରାଯାଉଛି। ଏହିଦିନ ହାତୀଙ୍କ ସୁରକ୍ଷା ଲାଗି ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଏ। ୨୦୧୨ରୁ ଏହି ଦିବସ ପାଳନ ଆରମ୍ଭ ହୋଇଛି। ରିପୋର୍ଟ…