Browsing Tag

#entertainment

ଆଜିକାଲି ମହିଳାମାନେ ସାମାନ୍ୟ ଘୁଙ୍ଗୁଡ଼ି ମାରିବା ପାଇଁ ବି ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ଦେଉଛନ୍ତି- ସୁପରଷ୍ଟାର ସଲମାନ…

ସୁପରଷ୍ଟାର ସଲମାନ ଖାନ ଦି ଗ୍ରେଟ୍ ଇଣ୍ଡିଆନ୍ କପିଲ୍ ସୋ’ର ସିଜିନ୍ ୩ର ପ୍ରଥମ ଏପିସୋଡ୍‌ରେ ନଜର ଆସିଥିଲେ।  ସଲମାନ ସୁନୀଲ ଗ୍ରୋଭର, କିକୁ ଶାରଦା ଏବଂ କୃଷ୍ଣ ଅଭିଷେକଙ୍କ କମେଡିର ମଜା ନେବା  ସହିତ  କପିଲ୍ ଶର୍ମା, ନବଜୋତ ସିଂହ ସିଦ୍ଧୁ ଏବଂ ଅର୍ଚ୍ଚନା ପୁରନ୍ ସିଂହଙ୍କ ସହ  ମନଖୋଲି କଥା…

ପରଲୋକରେ ବଲିଉଡ୍ ଅଭିନେତ୍ରୀ କରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ସଞ୍ଜୟ କପୁର

ପରଲୋକରେ ବଲିଉଡ୍ ଅଭିନେତ୍ରୀ କରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ସଞ୍ଜୟ କପୁର। ବ୍ରିଟେନରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ହୃଦଘାତ ପାଇଁ ୫୩ ବର୍ଷୀୟ ଏହି ବ୍ୟବସାୟୀଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ବ୍ରିଟେନରେ ପୋଲୋ ଖେଳୁଥିବା ସମୟରେ ତାଙ୍କର ହୃଦଘାତ ହୋଇଥିଲା ବୋଲି…

ଖୁବ୍‌ଶୀଘ୍ର ଅଭିନୟରୁ ଅବସର ନେବେ ବଲିଉଡ୍‌ର ମିଷ୍ଟର୍‌ ପର୍‌ଫେକ୍ସନିଷ୍ଟ୍‌ ଆମୀର୍‌ ଖାନ୍

ଖୁବ୍‌ଶୀଘ୍ର ଅଭିନୟରୁ ଅବସର ନେବେ ବଲିଉଡ୍‌ର ମିଷ୍ଟର୍‌ ପର୍‌ଫେକ୍ସନିଷ୍ଟ୍‌ ଭାବେ ଜଣାଶୁଣା ସୁପର୍‌ଷ୍ଟାର୍‌ ଆମୀର୍‌ ଖାନ୍! ବର୍ତ୍ତମାନ ଏଭଳି ଏକ ଚର୍ଚ୍ଚା ଶୁଣିବାକୁ ମିଳୁଛି। ଅସଲ କଥା ହେଲା, ଆଗକୁ ଆଉ ଅଧିକ ଫିଲ୍ମ‌ ନକରି ଅଭିନୟରୁ ଅବ୍ୟାହତି ନେବା ବିଷୟରେ ଚିନ୍ତା କରୁଥିବା ପ୍ରକାଶ…

ଶେଷନିଶ୍ୱାସ ତ୍ୟାଗ କଲେ ଅଭିନେତା ମୁକୁଲ ଦେବ

ଆଉ ନାହାନ୍ତି ଅଭିନେତା ମୁକୁଲ ଦେବ। ମାତ୍ର ୫୪ ବର୍ଷ ବୟସ ତାଙ୍କର ଦେହାନ୍ତ ହୋଇଥିବା ନେଇ ଫ୍ୟାନ୍ସ ଦୁଃଖରେ ଅଛନ୍ତି। ଅଭିନେତାଙ୍କର କଣ ହୋଇଥିଲା ବୋଲି ସମସ୍ତେ ଜାଣିବାକୁ ଚାହୁଁଛନ୍ତି। ବଲିଉଡ ଇଣ୍ଡଷ୍ଟ୍ରି ଉପରେ ଖସିଛି ଦୁଃଖର ପାହାଡ଼। ସଲମାନ ଖାନ ଏବଂ ଅଜୟ ଦେବଗନଙ୍କ ସହ ଫିଲ୍ମରେ ନଜର…

ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ

ପ୍ରେମରେ ପଡ଼ିଛନ୍ତି ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଭଉଣୀ ଶାହୀନ ଭଟ୍ଟ। ସର୍ବଦା ଲାଇମ୍‌ଲାଇଟ୍‌ରୁ ଦୂରରେ ରହିବାକୁ ପସନ୍ଦ କରନ୍ତି ସେ। ହେଲେ ସୋସିଆଲ ମିଡିଆରେ ସେ ବେଶ ଆକ୍ଟିଭ। ନିକଟରେ ସେ ଏକ ବଡ଼ ଘୋଷଣା କରିଛନ୍ତି। ଯେଉଁଥିରେ ସେ ତାଙ୍କ ଖରାପ ସମୟ ସହ ଡିପ୍ରେସନକୁ ଚାଲିଯାଇଥିବା…

ଲରେନ୍ସ ଗ୍ୟାଙ୍ଗର ୫ ଜଣ ଗିରଫ, ସଲମାନଙ୍କୁ Y Plus କ୍ୟାଟେଗୋରୀର ସୁରକ୍ଷା

ମୁମ୍ବାଇ ପୋଲିସର କ୍ରାଇମବ୍ରାଞ୍ଚ ଲରେନ୍ସ ଗ୍ୟାଙ୍ଗର ୫ ଜଣ ସଦସ୍ୟଙ୍କୁ ଅନ୍ଧେରି ଅଞ୍ଚଳରୁ ଗିରଫ କରିଛି। ସେମାନଙ୍କ ପାଖରୁ ୭ଟି ପିସ୍ତଲ ଏବଂ ୨୧ଟି ଲାଇଭ କାର୍ଟ୍ରିଜ ଜବତ କରିଛି। ବଲିଉଡ୍ ଭାଇଜାନ୍ ସଲମାନ ଖାନଙ୍କୁ ବାରମ୍ବାର ଧମକ ଦେଉଥିବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ଆତଙ୍କ ମୁମ୍ବାଇରେ…

ମେଲବର୍ନରେ ଏକ ଲାଇଭ୍‌ ଶୋ’ରେ କାନ୍ଦିଲେ ନେହା କକ୍କର

ବଲିଉଡର ଲୋକପ୍ରିୟ ଗାୟିକାଙ୍କ ମଧ୍ୟରୁ ନେହା କକ୍କର ଜଣେ। ଲୋକପ୍ରିୟତା ଯୋଗୁ ସମାନ ଶୋ’ରେ ବିଚାରପତି ଆସନ ସେ ଅଳଙ୍କୃତ କରିଛନ୍ତି। ସାରା ବିଶ୍ୱରେ ନେହା ଲାଇଭ୍‌ କନସର୍ଟ କରିଥାନ୍ତି। ହେଲେ ଏବେ ଏକ ଲାଇଭ୍‌ ଶୋ’ରେ ତାଙ୍କୁ ଭୋ ଭୋ ହୋଇ କାନ୍ଦୁଥିବା ଦେଖିବାକୁ ମିଳିଛି । ଅଷ୍ଟ୍ରେଲିଆର…

ବିବାହ ବନ୍ଧନରେ ଆୟେଶା କପୁର ଓ ଆଡାମ ଓବରୟ

ବଲିଉଡର ବରିଷ୍ଠ ଅଭିନେତା ଅମିତାଭ ବଚ୍ଚନଙ୍କ ବ୍ଲାକ ମୁଭିରେ ଜଣେ ଛୋଟ ଝିଅ ରାଣୀ ମୁଖାର୍ଜୀଙ୍କ ଛୋଟବେଳର ରୋଲ ପ୍ଲେ କରିଥିଲେ। ତାଙ୍କ ନାଁ ହେଲା ଆୟେଶା କପୁର। କୁନି ଝିଅଟି ଦେଖିପାରୁ ନ ଥିଲେ। ତାଙ୍କର ଜବରଦସ୍ତ ଅଭିନୟ ଏବେବି ଲୋକଙ୍କୁ ମନେପଡ଼ିଯାଉଛି ଯେ, ଅଭିନୟ ସେତିକି ହୃଦୟସ୍ପର୍ଶୀ…

କେଶରୀ ୨ରେ ନଜର ଆସିବେ ଅକ୍ଷୟ କୁମାର

ବଲିଉଡ୍ ରେ ନିଜର ଦମଦାର ଅଭିନୟ ମାଧ୍ୟମରେ ଦର୍ଶକଙ୍କ ମନ ଜିଣିଛନ୍ତି ଅକ୍ଷୟ କୁମାର । ସେ ଦର୍ଶକମାନଙ୍କୁ ବହୁତ ହିଟ ଫିଲ୍ମ ଭେଟି ହେଇଛନ୍ତି । ନିକଟରେ ଅକ୍ଷୟ କୁମାରଙ୍କ ଆଉ ଏକ ଫିଲ୍ମ ଆସୁଛି । ତାହା ହେଲା ‘କେଶରୀ ଚାପ୍ଟର ୨ ଯାହାକୁ ନେଇ ଫ୍ୟାନ୍ସ ଙ୍କ ମନରେ ନାହିଁ ନଥିବା ଉତ୍କଣ୍ଠା…

ପୁଣି ବାପା ହେବେ କି ରଣବୀର ?

ବଲିଉଡର ସବୁଠାରୁ ଚର୍ଚ୍ଚିତ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ଝିଅ ରାହାଙ୍କ ସହ ସମୟ ବିତାଉଛନ୍ତି। ନଭେମ୍ବର ୨୦୨୨ ରାହା ଜନ୍ମ ପରଠାରୁ ଉଭୟ ଫିଲ୍ମ ଦୁନିଆରେ ଏତେଟା ସକ୍ରିୟ ରହୁନାହାନ୍ତି। ଏସବୁ ଭିତରେ ରଣବୀର ଏବେ ଦ୍ୱିତୀୟ ସନ୍ତାନର ସମ୍ଭାବନା ବିଷୟରେ ମୁହଁ ଖୋଲିଛନ୍ତି। ରଣବୀରଙ୍କୁ…