Browsing Tag

#entertainment

ଦମନ ଜିତିଲା ଜାତୀୟ ପୁରସ୍କାର

୭୦ ତମ ନ୍ୟାସନାଲ ଫିଲ୍ମ୍ ଆୱାର୍ଡ ଘୋଷଣା କରାଯାଇଛି । ପୁରସ୍କାର ପାଇବାକୁ ଥିବା ସିନେମା ତାଲିକାରେ ଓଡିଆ ସିନେମା ଦମନ ସ୍ଥାନ ପାଇଛି । ବେଷ୍ଟ ଓଡିଆ ଫିଚର ଫିଲ୍ମ ଭାବେ ଦମନ ସିନେମାକୁ ମନୋନୀତ କରାଯାଇଛି । ଏହି ସିନେମାରେ ମୁଖ୍ୟ ଅଭିନେତା ଭୂମିକାରେ ଅଭିନୟ କରିଥିବା ବାବୁସାନ ମହାନ୍ତି…

ବିବାହର ୪ବର୍ଷ ପରେ ଅଲଗା ହେଲେ ହାର୍ଦ୍ଦିକ-ନତାଶା

ଭାରତୀୟ ଦଳର ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଓ ତାଙ୍କ ପତ୍ନୀ ନତାଶା ଷ୍ଟାଙ୍କୋଭିଚ୍ଙ୍କ ମଧ୍ୟରେ ବିବାହ ବିଚ୍ଛେଦ ଘଟିଛି। ହାର୍ଦ୍ଦିକ ନିଜେ ସାମାଜିକ ଗଣମାଧ୍ୟମରେ ଗୁରୁବାର ଏହା ସ୍ବୀକାର କରିଛନ୍ତି। ହାର୍ଦ୍ଦିକ ଲେଖିଛନ୍ତି, ୪ ବର୍ଷ ଏକାଠି ରହିବା ପରେ ନତାଶା ଓ ମୁଁ ଆପୋଷ ଭାବେ…

୫ ଭାରତୀୟଙ୍କୁ ଗ୍ରାମୀ ଆଓ୍ବାର୍ଡ

ଲସ୍‌ ଆଞ୍ଜେଲସ୍‌: ‘ଦିସ୍‌ ମୋମେଣ୍ଟ’ ସଙ୍ଗୀତ ପାଇଁ ଶକ୍ତିକୁ ଶ୍ରେଷ୍ଠ ଗ୍ଲୋବାଲ୍‌ ମ୍ୟୁଜିକ୍‌ ଆଲ୍‌ବମ୍‌ ବିଭାଗରେ ଗ୍ରାମୀ ପୁରସ୍କାର ମିଳିଛି। ଉକ୍ତ ଆଲ୍‌ବମ୍‌ରେ ୪ ଭାରତୀୟଙ୍କ ସମେତ ବ୍ରିଟିଶ ଗିଟାରିଷ୍ଟ ଜନ୍‌ ମାକ୍‌ଲୁଘ୍ଲିନ୍‌ ରହିଛନ୍ତି। ୨୦୨୩ ଜୁନ୍‌ରେ ମୁକ୍ତିଲାଭ କରିଥିବା ‘ଦିସ୍‌…

ବଡେ ମିଆଁ ଛୋଟେ ମିଆଁ

ଲିଜ ହୋଇଛି ବଲିଉର ଅପକମିଂ ଫିଲ୍ମ 'ବଡେ ମିଆଁ ଛୋଟେ ମିଆଁ' ଟିଜର। ଦମ୍‌ଦାର ଆକ୍ସନ ସାଙ୍ଗକୁ ଡଏଲଗ୍, ଲୋକଙ୍କୁ କରିଛି ଆଟ୍ରାକ୍ଟଏହି ଫିଲ୍ମକୁ ନେଇ ଦର୍ଶକମାନେ ବେଶ୍‌ ଉତ୍ସାହିତ ଥିବା ବେଳେ ମେକର୍ସ ଏବେ ଏହାର ଟିଜର ରିଲିଜ କରିଛନ୍ତି। ୧ ମିନିଟ୍‌ ୩୮ ସେକେଣ୍ଡର ଏହି ଟିଜର୍‌ରେ ଭରପୂର…

ଓସ୍କାର ପୁରସ୍କାରରେ ସାମିଲ ହେଲା ଟୁ କିଲ୍ ଏ ଟାଇଗର

ନୂଆଦିଲ୍ଲୀ:  ଓସ୍କାର ୨୦୨୪ ପାଇଁ ନାମାଙ୍କନ ତାଲିକା ପ୍ରକାଶ ପାଇଛି | ଶ୍ରେଷ୍ଠ ଚଳଚ୍ଚିତ୍ରଠାରୁ ଶ୍ରେଷ୍ଠ ନିର୍ଦ୍ଦେଶକ ପର୍ଯ୍ୟନ୍ତ ଅନେକ ବର୍ଗରେ ନୋମିନେସନ ତାଲିକା ପ୍ରକାଶ ପାଇଛି | ଶ୍ରେଷ୍ଠ ଡକ୍ୟୁମେଣ୍ଟାରୀ ଫିଚର ଫିଲ୍ମ ପାଇଁ ୫ଟି ଚଳଚ୍ଚିତ୍ର ମନୋନୀତ ହୋଇଛି, ସେଥିମଧ୍ୟରୁ ଗୋଟିଏ…

ଅନ୍ନପୂର୍ଣ୍ଣୀ’କୁ ନେଇ ବିବାଦ

ଭୋପାଲ: ନୀଲେଶ କ୍ରିଷ୍ଣାଙ୍କ ନିର୍ଦ୍ଦେଶିତ ତାମିଲ ଫିଲ୍ମ ‘ଅନ୍ନପୂର୍ଣ୍ଣୀ’କୁ ନେଇ ବିବାଦ ଘନେଇବାରେ ଲାଗିଛି । ଗତ ଡିସେମ୍ବର ୧ରେ ଏହି ଫିଲ୍ମ ଥିଏଟରରେ ରିଲିଜ ହୋଇଥିବା ବେଳେ ଡିସେମ୍ବର ୨୯ରେ ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସରେ ରିଲିଜ ହୋଇଥିଲା । ଏହା ଏକ ହିନ୍ଦୁ ଧର୍ମ ବିରୋଧି ଫିଲ୍ମ…

ପ୍ରଭାସଙ୍କ ବ୍ଲକବଷ୍ଟର ଫିଲ୍ମ ହେବ‘ସାଲାର’

ରିଲିଜ୍ ହୋଇଛି ସୁପରଷ୍ଟାର ପ୍ରଭାସଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ସାଲାର’। ଏହି ଫିଲ୍ମର ଟିଜର ଓ ଟ୍ରେଲର ଧମାଲ ମଚାଇଥିବା ବେଳେ ଫିଲ୍ମକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ାଇଥିଲା। ଆଜି ଫିଲ୍ମ ରିଲିଜ୍ ପରେ ବାହୁବଲୀ ପରେ ଏହା ପ୍ରଭାସଙ୍କ ବ୍ଲକବଷ୍ଟର ଫିଲ୍ମ ହେବ ବୋଲି ସିନେ ସମୀକ୍ଷକ ମତ…

ପୂଜାଙ୍କୁ ମିଳିଲା ହତ୍ୟା ଧମକ !

ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିରୁ ବଲିଉଡ୍ ପର୍ଯ୍ୟନ୍ତ ସବୁଠି ନିଜର ଦୃଢ଼ ଅଭିନୟ ଦକ୍ଷତା ପ୍ରମାଣ କରିଥିବା ପୂଜା ହେଗଡେ ମନୋରଞ୍ଜନ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ। ପୂଜା ୨୦୧୪ରେ ବଲିଉଡ୍ ଅଭିନେତା ହ୍ରିତିକ ରୋଶନଙ୍କ ସହ ଫିଲ୍ମ ‘ମହେଞ୍ଜୋଦାରୋ’ ସହିତ ବଲିଉଡ୍ ଡେବ୍ୟୁ…

ମହିଳା ସଂରକ୍ଷଣ ବିଲକୁ ନେଇ ପ୍ରଶଂସା କଲେ କଙ୍ଗନା ରାନାୱତ ‘ଚନ୍ଦ୍ରମୁଖୀ-୨’କୁ ନେଇ ଚର୍ଚ୍ଚାରେ

ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତଙ୍କୁ ଆଜି ନୂଆ ସଂସଦ ଭବନରେ ଦେଖିବାକୁ ମିଳିଥିଲା । ସେ ମହିଳା ସଂରକ୍ଷଣ ବିଲକୁ ନେଇ ଉତ୍ସାହିତ ଥିବା କହିଛନ୍ତି । ମୋଦିଙ୍କୁ ପ୍ରଶଂସା କରିଛନ୍ତି ।  ଏବେ ନିଜର ଆଗାମୀ ଚଳଚ୍ଚିତ୍ର ‘ଚନ୍ଦ୍ରମୁଖୀ-୨’କୁ ନେଇ ସେ ବ୍ୟସ୍ତ ଥିବା କହିଛନ୍ତି ।  ଆଗକୁ ଫିଲ୍ମ…

ରିଲିଜ ହେଲା ସିନେମା ଯବାନ

ରିଲିଜ ହୋଇଛି ସିନେମା ଯବାନ । ଗତକାଲି ରାତି ଦୁଇଟାରେ ମୁମ୍ବାଇ, କୋଲକାତା ଓ ଦିଲ୍ଲୀ ସମେତ ଅନେକ ସହରରେ ରିଲିଜ୍ ହୋଇଛି  ।  ରେଡ୍ ଚିଲ୍ଲିଜ୍ ଏଣ୍ଟରଟେନମେଣ୍ଟ ବ୍ୟାନରରେ ନିର୍ମିତ ଫିଲ୍ମ ଯବାନର ନିର୍ଦ୍ଦେଶନା ଦେଇଛନ୍ତି ମଟଲି କୁମାର । ଫିଲ୍ମରେ ଶାହରୁଖ ଖାନଙ୍କ ସମେତ ସାଉଥର ସୁପରଷ୍ଟାର…