Browsing Tag

#entertainment

କରନ୍‌ଙ୍କୁ ଝଟ୍‌କା

ମେଟ୍ରୋ ଟିଭି ଓଡିଶା (୧.୭.୨୦୨୨) ଆଉ ଛଅ ଦିନର ଅପେକ୍ଷା। ଡିଜ୍‌ନୀ ପ୍ଲସ୍‌ ହଟ୍‌ଷ୍ଟାରରେ ପ୍ରସାରିତ ହେବ ‘କଫି ଉଇଥ୍‌ କରନ୍‌ ୭’। ଶୋ’କୁ ଆଉ ଦିନ କେଇଟା ଥିବା ବେଳେ ପ୍ରଥମ ଅତିଥି କିଏ ହେବ ସେନେଇ ସସ୍‌ପେନ୍ସ ଜାରି ରହିଛି। ଏହି ସିଜନରେ କିଛି ଦକ୍ଷିଣ ଭାରତୀୟ କଳାକାରଙ୍କୁ ଦେଖିବାକୁ

ଇଡିରେ ହାଜର ହେଲେ ଜ୍ୟାକ୍‌ଲିନ୍‌

ମେଟ୍ରୋ ଟିଭି ଓଡିଶା (୨୭.୬.୨୦୨୨) ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି)ରେ ହାଜର ହୋଇଛନ୍ତି ବଲିଉଡ଼ ଅଭିନେତ୍ରୀ ଜ୍ୟାକ୍‌ଲିନ୍‌ ଫର୍ଣ୍ଣାଣ୍ଡିସ୍‌। ସୋମବାର ତାଙ୍କୁ ଇଡି କାର୍ଯ୍ୟାଳୟ ବାହାରେ ଦେଖିବାକୁ ମିଳିଛି। ସୂଚନା ମୁତାବକ, ସୁକେଶ ଚନ୍ଦ୍ରଶେଖରଙ୍କ ୨୦୦ କୋଟି ଟଙ୍କା ବଳପୂର୍ବକ ଗ୍ରହଣ

ଅର୍ଜୁନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜାହ୍ନବୀ

ମେଟ୍ରୋ ଟିଭି ଓଡିଶା (୨୬.୬.୨୦୨୨) ଆଜି ଅର୍ଥାତ୍‌ ଜୁନ୍‌ ୨୬ରେ ବଲିଉଡ୍‌ ଅଭିନେତା ଅର୍ଜୁନ କପୁର ତାଙ୍କର ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କ ଜନ୍ମଦିନକୁ ସ୍ବତନ୍ତ୍ର କରିବା ପାଇଁ ସେ ପ୍ୟାରିସରେ ତାଙ୍କ ଲେଡି ଲଭ୍‌ ମଲାଇକା ଆରୋରାଙ୍କ ସହ ଅଛନ୍ତି। ଫଟୋରେ ସେ ତାଙ୍କର ଏହି

ନେପାଳରେ ବିମାନ ନିଖୋଜ

ମେଟ୍ରୋ ଟିଭି ଓଡିଶା (୨୯.୫.୨୦୨୨ ) ନେପାଳରେ ଆଜି ଏକ ବିମାନ ନିଖୋଜ ହୋଇଯାଇଛି। ସେଥିରେ ୨୨ ଜଣ ଯାତ୍ରୀ ଥିଲେ। ସେମାନଙ୍କ ମଧ୍ୟରେ ୪ ଜଣ ଭାରତୀୟ ଥିବା ସୂଚନା ମିଳିଛି | ସୂଚନା ଅନୁସାରେ- ଘରୋଇ ବିମାନ ତାରା ୯ ଏନଏଇଟି ସହ ବିମାନବନ୍ଦରର ସମ୍ପର୍କ ହୋଇପାରୁନି । ବିମାନରେ କ୍ରୁ ମେମ୍ବର

ଅଯଥା ବିବାଦ ସୃଷ୍ଟି କରୁଛନ୍ତି ଅନୁଭବ

ମେଟ୍ରୋ ଟିଭି ଓଡିଶା (୨୨.୫.୨୦୨୨ ) ଓଲିଉଡ୍ ଅଭିନେତା ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ବର୍ଷା ଅଭିଯୋଗ କରିଛନ୍ତି ଯେ, ଅନୁଭବ ବାରମ୍ବାର ଭିଡିଓ ଅପଲୋଡ କରି ଅଯଥା ବିବାଦ ସୃଷ୍ଟି କରୁଛନ୍ତି।