Browsing Tag

#entertainment

ଅଲଗା ହେଲେ ୟୁଜଭେନ୍ଦ୍ର ଚହଲ-ଧନଶ୍ରୀ ବର୍ମା

ସେଲିବ୍ରିଟି ଦମ୍ପତି ୟୁଜଭେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମାଙ୍କ ଛାଡ଼ପତ୍ର ରିପୋର୍ଟ ଗତ କିଛି ମାସ ଧରି ଖବରରେ ରହିଛି। ଗୁରୁବାର, ମୁମ୍ବାଇର ବାନ୍ଦ୍ରା ପରିବାର କୋର୍ଟରେ ଉଭୟ ଆନୁଷ୍ଠାନିକ ଭାବରେ ଛାଡ଼ପତ୍ର ହୋଇଥିଲା ବେଳେ ଓକିଲ ଏହା ନିଶ୍ଚିତ କରିଥିଲେ। ଗଣମାଧ୍ୟମ ସହିତ କଥାବାର୍ତ୍ତା…

ବ୍ରେକ୍‌ଅପ୍‌ କରିନେଇଛନ୍ତି ପ୍ରିୟଙ୍କା ଚାହର ଚୌଧୁରୀ ଏବଂ ଅଙ୍କିତ ଗୁପ୍ତା

ବ୍ରେକ୍‌ଅପ୍‌ କରିନେଇଛନ୍ତି ଟେଲି ପରଦାର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ପ୍ରିୟଙ୍କା ଚାହର ଚୌଧୁରୀ ଏବଂ ଅଙ୍କିତ ଗୁପ୍ତା। ଉଭୟଙ୍କ ଅନ୍‌ସ୍କ୍ରିନ ଏବଂ ଅଫସ୍କ୍ରିନ୍‌ କେମେଷ୍ଟ୍ରି ମନ ଜିଣୁଥିଲା। ଧାରାବାହିକ ‘ଉଡ଼ାରିଆ’ରୁ ଦୁହିଁଙ୍କୁ ପରିଚୟ ମିଳିଥିଲା। ଅନେକ ଥର ସେମାନେ ବିବାହ କରିବାକୁ…

ସଂଗୀତକାର ଏ.ଆର୍‌. ରେହମାନ ହସ୍ପିଟାଲରେ ଭର୍ତ୍ତି

ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଖ୍ୟାତନାମା ସଂଗୀତକାର ଏ.ଆର୍‌. ରେହମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଉଛି। ରବିବାର ସକାଳେ ରେହମାନଙ୍କର ଛାତିରେ ପ୍ରବଳ ଯନ୍ତ୍ରଣା ହୋଇଥିଲା । ତାଙ୍କୁ ତୁରନ୍ତ ଚେନ୍ନାଇର ଗ୍ରୀମ୍ସ ରୋଡରେ ଥିବା ଏକ ଘରୋଇ…

ତୃତୀୟ ବିବାହ କରିବେ ଅମିର ଖାନ

ଆଜି ଥିଲା ବଲିଉଡ ଅଭିନେତା ଆମିର ଖାନଙ୍କ ଜନ୍ମଦିନ। ଏହି ସ୍ବତନ୍ତ୍ର ଅବସରରେ, ଅଭିନେତା ଗଣମାଧ୍ୟମ ସହିତ ଏକ ସାକ୍ଷାତକାର ଏବଂ ଏକ ପାର୍ଟି ଆୟୋଜନ କରିଥିଲେ। ଆଜି ଦିନର ମୁଖ୍ୟ କଥା ହେଉଛି ଆମିର ତାଙ୍କ ପ୍ରେମ ସମ୍ପର୍କରେ ଗଣମାଧ୍ୟମ ସମ୍ମୁଖରେ ଖୋଲାଖୋଲି ପ୍ରକାଶ କରିଥିଲେ। ଅଭିନେତାଙ୍କ…

ଆଜି ମୁକ୍ତିଲାଭ କରିବ ଓଡ଼ିଆ ଚଳଚିତ୍ର ଘମାଘୋଟ

ଆଜି ଓଡିଶାର 45ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି ଓଡ଼ିଆ ଚଳଚିତ୍ର ଘମାଘୋଟ। ଏ ନେଇ ଭୁବନେଶ୍ୱର ପ୍ରେସକ୍ଲବଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମ୍ମିଳନୀରେ ଚଳଚ୍ଚିତ୍ରର ନିର୍ଦ୍ଦେଶକ ରାଜା ଡି., ଅଭିନେତା ବିଭାସ, ସନୋଜ,…

୪୧ ବର୍ଷରେ ପାଦ ଥାପିଲେ ଗାୟିକା ଶ୍ରେୟା ଘୋଷାଲ

୪୧ ବର୍ଷରେ ପାଦ ଥାପିଲେ ବଲିଉଡର ଜଣାଶୁଣା ଗାୟିକା ଶ୍ରେୟା ଘୋଷାଲ। ଜନ୍ମଦିନରେ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି। ସଙ୍ଗୀତ ମାଧ୍ୟମରେ ସମସ୍ତଙ୍କ ହୃଦୟରେ ରାଜ କରନ୍ତି ଶ୍ରେୟା। ୨୯ ବର୍ଷ ପୂର୍ବେ, ୧୯୯୬ରେ, ୧୨ ବର୍ଷୀୟ ଶ୍ରେୟା ଗାୟକ ରିଆଲିଟି ସୋ 'ସାରେଗାମା'ରେ ଅଂଶଗ୍ରହଣ…

ଓଡ଼ିଶାର ସୁଦ୍ଧୃତି ପଡ଼ିହାରୀ ହେଲେ ‘ମିସ୍‌ ଡିଭା ଫ୍ୟାଶନ ଡିଜାଇନର’

ମୁମ୍ବାଇରେ ଶୁକ୍ରବାର ବିଳମ୍ବିତ ରାତିରେ ‘ଲିଭା ମିସ୍‌ ଡିଭା’ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେ ଆୟୋଜିତ ହୋଇଯାଇଛି। ଏହି ଗ୍ରାଣ୍ଡ୍‌ ଫିନାଲେରେ ମଡେଲ ଆୟୁଶ୍ରୀ ମଲିକ ‘ଲିଭା ମିସ୍‌ ଡିଭା ସୁପର ନ୍ୟାଶନାଲ ୨୦୨୪’ ଭାବେ କ୍ରାଉନ୍‌ ହାତେଇଥିବା ବେଳେ ବିପ୍ରା ମେହେଟ୍ଟା ‘ଲିଭା ମିସ୍‌ ଡିଭା…

ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଳାଙ୍କ ନିର୍ବନ୍ଧ ହୋଇଛି

ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଳାଙ୍କ ନିର୍ବନ୍ଧ ହୋଇଛି। ଯେଉଁ ଅନୁମାନ କରାଯାଉଥିଲା ଯେ, ବର୍ଷାଙ୍କ ସହ ଛାଡ଼ପତ୍ର ପରେ ଅନୁଭବ ଆଉ କାହାକୁ ବିବାହ କରିବେ କି ନାହିଁ, ତାହାର ପୂର୍ଣ୍ଣଛେଦ ପଡ଼ିଛି। ଏବେ ଦ୍ବିତୀୟ ବିବାହ କରିବାକୁ ଯାଉଛନ୍ତି ଓଲିଉଡ ସୁପରଷ୍ଟାର।…

ଉର୍ବଶୀ ରାଉତେଲାଙ୍କୁ ‘ଉଦ୍ୟାନ’ ପୋଷାକରେ ହାସ୍ୟରସ କହି ଟ୍ରୋଲ କଲେ ଫ୍ୟାନ୍ସ

ଅଜବ ଗାଉନରେ ନଜର ଆସିଲେ ଉର୍ବସୀ । ସୋସିଆଲ ମିଡିଆରେ ହେଲେ ଟ୍ରୋଲ । ଉର୍ବସୀ ରୌତେଲା ଅନେକ ସମୟରେ ହାଇଲାଇଟ୍ସରେ ରହି ଆସିଛନ୍ତି । ନିଜର ଲୁକ୍ ପାଇଁ ହେଉ, କି ନିଜର ଷ୍ଟାଇଲିସ ଅନ୍ଦାଜ ପାଇଁ, ଅନେକ ସମୟରେ ସେ ଫ୍ୟାନ୍ସ ମାନଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି | ହେଲେ ଏଥର ନିଜର…

ଅଭିନେତ୍ରୀ ରାନ୍ୟା ରାଓ ଦୁବାଇରୁ ଡ୍ରେସ୍‌ରେ ଲୁଚାଇ ସୁନା ଆଣୁଥିବାବେଳେ ଧରିଲା ପୋଲିସ

କନ୍ନଡ ଅଭିନେତ୍ରୀ ରାନ୍ୟା ରାଓଙ୍କୁ ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରୁ ଗିରଫ କରାଯାଇଛି। ସୁନା ଚୋରା ଚାଲାଣ ଅଭିଯୋଗରେ ବିମାନବନ୍ଦରରେ ଅଭିନେତ୍ରୀଙ୍କୁ ଗିରଫ କରିଛି ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ । ତାଙ୍କୁ ଅର୍ଥନୈତିକ ଅପରାଧ ଅଦାଲତରେ ହାଜର କରାଯାଇଥିଲା। ହାଜର…