Browsing Tag

#entertainment

ଏକାଠି ନଜର ଆସିଲେ ଦୁଇ ପୁରୁଣା ପ୍ରେମିଯୁଗଳ ଅକ୍ଷୟ କୁମାର-ଶିଳ୍ପା ସେଟ୍ଟୀ

ଏଚ୍‌ଟିର ଏକ ଆୱାର୍ଡ ଇଭେଣ୍ଟରେ ଏକାଠି ନଜର ଆସିଲେ ଅକ୍ଷୟ କୁମାର-ଶିଳ୍ପା ସେଟ୍ଟୀ 'ଚୁରାକେ ଦିଲ ତେରା' ଗୀତରେ ଡ୍ୟାନ୍ସ କରି ଦର୍ଶକଙ୍କ ମନ ଜିଣିଛନ୍ତି । ଯାହାର ଭିଡିଓ ଏବେ ଜୋରସୋରରେ ଭାଇରାଲ ହେବାରେ ଲାଗିଛି । ଦୀର୍ଘ ଦିନ ପରେ ନବେ ଦଶକର ଏହି ହିଟ୍ ଯୋଡ଼ିକୁ ପୁଣିଥରେ ଏକାଠି ଦେଖିବା…

ଆଡ୍ରିଏନ୍ ବ୍ରୋଡି ଶ୍ରେଷ୍ଠ ଅଭିନେତା ଓ ଶ୍ରେଷ୍ଠ ଅଭିନେତ୍ରୀ ମିକି ମ୍ୟାଡିସନଙ୍କୁ ଓସ୍କାର

ଚଳିତବର୍ଷ ଏହି ଏକାଡେମୀ ପୁରସ୍କାର ଲସ୍ ଆଞ୍ଜେଲସରେ ଅନୁଷ୍ଠିତ ହୋଇଯାଇଛି । ଆଡ୍ରିଏନ୍ ବ୍ରୋଡି ଶ୍ରେଷ୍ଠ ଅଭିନେତା ପୁରସ୍କାର ଜିତିଛନ୍ତି । ଫିଲ୍ମ ‘ଦ ବ୍ରୁଟଲିଷ୍ଟ’ରେ ତାଙ୍କର ଦମଦାର୍ ଅଭିନୟ ପାଇଁ ଓସ୍କାର ପ୍ରଦାନ କରାଯାଇଛି। ମିକେଲା ମ୍ୟାଡିସନ୍ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର…

‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ’ ଶୋକୁ ଅନୁମତି ଦେଲେ ସୁପ୍ରିମକୋର୍ଟ

‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ’ ଶୋ ସହ ଜଡ଼ିତ ବ୍ଲଗର କମେଡି ମାମଲାରେ ୟୁଟ୍ୟୁବର ରଣବୀର ଆହ୍ଲାବାଦିଆ ଓ ଆଶିଷଙ୍କ ଆବେଦନ ଉପରେ ସୋମବାର ଅର୍ଥାତ୍ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ରଣବୀରଙ୍କୁ ଗୁଆହାଟୀ ପୋଲିସ ସାମ୍ନାରେ ଯାଞ୍ଚ ପାଇଁ ହାଜର ହେବାକୁ ସୁପ୍ରିମକୋର୍ଟ କହିଛନ୍ତି । ରଣବୀରଙ୍କ…

ହାନିଆଙ୍କୁ ବିବାହ କରିବେ ସଲମାନ

ପାକିସ୍ତାନୀ ଅଭିନେତ୍ରୀଙ୍କୁ ବିବାହ କରିପାରନ୍ତି ସଲମାନ | କୁଇନ ଭାବରେ ପ୍ରସିଦ୍ଧ ରାଖୀ ସାୱନ୍ତ କହିଛନ୍ତି ଯେ ସେ ସଲମାନ ଖାନଙ୍କ ପାଇଁ ଜଣେ ଝିଅ ଏବଂ ନିଜ ପାଇଁ ଜଣେ ଭାବୀଙ୍କୁ ବାଛିଛନ୍ତି। ନିକଟରେ ରାଖୀ ସାୱନ୍ତ ଇନଷ୍ଟାଗ୍ରାମରେ ଏକ ଭିଡିଓ ସେୟାର କରିଛନ୍ତି, ଯେଉଁଥିରେ ସେ ସଲମାନ ଏବଂ…

ଗାୟିକା ଶ୍ରେୟା ଘୋଷାଲଙ୍କ ଏକ୍ସ ଆକାଉଣ୍ଟ ହ୍ୟାକ୍‌

ଗାୟିକା ଶ୍ରେୟା ଘୋଷାଲଙ୍କ ଏକ୍ସ ଆକାଉଣ୍ଟ ହ୍ୟାକ୍‌ ହୋଇଯାଇଛି। ଶ୍ରେୟା ଘୋଷାଲ ନିଜେ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ଶନିବାର ଶ୍ରେୟା ଘୋଷାଲ ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ତାଙ୍କ ଫଲୋଅର୍ସଙ୍କୁ ସୂଚନା ଦେଇ କହିଛନ୍ତି, ତାଙ୍କ ଏକ୍ସ ଆକାଉଣ୍ଟ…

ମା ହେବେ କିଆରା ଆଡଭାନୀ

ସିଦ୍ଧାର୍ଥ ମାଲହୋତ୍ରା ଏବଂ କିଆରା ଆଡଭାନୀ ବଲିଉଡର ଅନ୍ୟତମ ସୁନ୍ଦର ଯୋଡ଼ି। ଫ୍ୟାନ୍ସମାନେ ଏହି ଯୋଡ଼ିକୁ ବହୁତ ପସନ୍ଦ କରନ୍ତି। ଏବେ କିଆରା ଏବଂ ସିଦ୍ଧାର୍ଥଙ୍କ ଘରେ ଏକ କୁନି ଅତିଥି ଆସିବାକୁ ଯାଉଛି। ଏହି ଦମ୍ପତି ଖୁବ୍ ଶୀଘ୍ର ପିତାମାତା ହେବାକୁ ଯାଉଛନ୍ତି। ଶୁକ୍ରବାର ଇନଷ୍ଟାଗ୍ରାମରେ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଉତ୍ତମ ମହାନ୍ତିଙ୍କର ହେବ ଶେଷକୃତ୍ୟ

ଆରପାରିରେ ଓଡ଼ିଶାର ଭେଟାରାନ ଅଭିନେତା ଉତ୍ତମ ମହାନ୍ତି । ମେଦାନ୍ତ ହସ୍ପିଟାଲରେ ଗୁରୁବାର ରାତିରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛକନ୍ତି । ତେବେ ତାଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି। ତେବେ ଉତ୍ତମଙ୍କ ବିୟୋଗରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି । ଉତ୍ତମଙ୍କ ପୁଅ ସହିତ କଥା…

ଡନ୍ ୩ରେ ନଜର ଆସିବେ ରଣବୀର ସିଂଙ୍କ ସହିତ କିଆରା ଆଡଭାନୀ

ଫରହାନ ଅଖତରଙ୍କ ନୂଆ ଫିଲ୍ମ ‘ଡନ୍ ୩’କୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି । ଏହି ଫିଲ୍ମର ପ୍ରି-ପ୍ରଡକ୍ସନ ଚଳିତବର୍ଷ ଆରମ୍ଭ ହେବ ବୋଲି ଫରହାନ କହିଛନ୍ତି । ଏହାସହିତ ଫିଲ୍ମର ହିରୋଇନ କିଏ ହେବେ, ତାହା ମଧ୍ୟ ଖୁଲାସା ହୋଇଛି । ଏହି ଫିଲ୍ମରେ ରଣବୀର ସିଂଙ୍କ ସହିତ କବୀର ସିଂ ଅଭିନେତ୍ରୀ…

ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଲୋକପ୍ରିୟ ଗାୟକ ଗୁରୁ ରନ୍ଧାୱା

ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଲୋକପ୍ରିୟ ଗାୟକ ଗୁରୁ ରନ୍ଧାୱା । ସୋସିଆଲ ମିଡିଆରେ ସେ ନିଜର ସ୍ବାସ୍ଥ୍ୟାବସ୍ଥା ନେଇ ସୂଚନା ଦେଇ ଏକ ଫଟୋ ଶେୟାର କରିଛନ୍ତି। ତାଙ୍କୁ ହସ୍ପିଟାଲର ବେଡ୍‌ରେ ଶୋଇଥିବାର ଦେଖାଯାଉଛି। ମୁଣ୍ଡରେ ଏକ ପଟି ବାନ୍ଧାଯାଇଛି। ବେକରେ ଏକ ନେକ୍‌ ବ୍ରେସ ମଧ୍ୟ ରହିଛି।…

ଅଭିନେତା ସୋହମ ସିଂହ ହୃଦ୍‌ଘାତର ଶିକାର ହୋଇ ହସ୍ପିଟାଲ୍‌ରେ ଭର୍ତ୍ତି

ଅଭିନେତା ସୋହମ ସିଂହ ହୃଦ୍‌ଘାତର ଶିକାର ହେବା ପରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି । ଘରୋଇ ହସ୍ପିଟାଲ୍‌ରେ ଆଇସିୟୁରେ ସୋହମଙ୍କ ଚିକିତ୍ସା ଚାଲିଥିବା ତାଙ୍କ ପରିବାର ଲୋକ ସୂଚନା ଦେଇଛନ୍ତି । ଏବେ ସୋହମଙ୍କ ସ୍ଵାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଓଡ଼ିଆ ଫିଲ୍ମ…