ହଠାତ୍ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶକିରା
କଲମ୍ବିଆର ପ୍ରସିଦ୍ଧ ସିଙ୍ଗର ତଥା ସଙ୍ଗ୍ ରାଇଟର ଶକିରା ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଫଳରେ ପେରୁର ରାଜଧାନୀ ଲିମାରେ ହେବାକୁ ଥିବା ଶକିରାଙ୍କ ବହୁ ପ୍ରତୀକ୍ଷିତ ମ୍ୟୁଜିକ୍ କନ୍ସର୍ଟକୁ ବାତିଲ କରିବାକୁ ପଡ଼ିଛି। ଏନେଇ ଶକିରା ଏକ୍ସ’ରେ ଏକ…