Browsing Tag

#entertainment

କନ୍ନାପ୍ପା ଫିଲ୍ମରେ ଦେଖିବାକୁ ମିଳିବ ପ୍ରଭାସଙ୍କ ରୁଦ୍ର ଅବତାର

‘କନ୍ନାପ୍ପା’ ଫିଲ୍ମରେ ଦେଖିବାକୁ ମିଳିବ ପ୍ରଭାସଙ୍କ ରୁଦ୍ର ଅବତାର। ଏହି ଚଳଚ୍ଚିତ୍ରରେ ପ୍ରଭାସଙ୍କ ଲୁକ୍‌ ଉପରୁ ପରଦା ଉଠିଛି। ଏହି ଲୁକ୍‌ରେ ପ୍ରଭାସ ରୁଦ୍ରଙ୍କ ଅବତାରରେ ନଜରକୁ ଆସିଛନ୍ତି, ଯାହା ତାଙ୍କ ପ୍ରଶଂସକଙ୍କୁ ପ୍ରଭାବିତ କରିଛି। ଇନ୍‌ଷ୍ଟାଗ୍ରାମରେ ତାଙ୍କର ଏହି ନୂତନ ଲୁକ୍‌ର…

ଚନ୍ଦ୍ରିକା ଟଣ୍ଡନ ଜିତିଲେ ଗ୍ରାମୀ ପୁରସ୍କାର

ସଙ୍ଗୀତ କ୍ଷେତ୍ରରେ ସବୁଠାରୁ ପ୍ରତିଷ୍ଠିତ ପୁରସ୍କାର ସମାରୋହ ଗ୍ରାମୀ ଆଓ୍ବାଡର୍‌ସର ୬୭ତମ ସଂସ୍କରଣ ଆମେରିକାର ଲସ୍‌ଏଞ୍ଜେଲ୍ସସ୍ଥିତ କ୍ରିପ୍ଟୋ ଡଟ୍‌ କମ୍‌ ଏରିନାଠାରେ ରେକର୍ଡିଙ୍ଗ ଏକାଡେମୀ ଦ୍ୱାରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଶ୍ରେଣୀରେ ପ୍ରଖ୍ୟାତ ସଙ୍ଗୀତଜ୍ଞଙ୍କୁ…

ସସ୍‌ପେଣ୍ଡ ହୋଇଯାଇଛି ଅଭିନେତ୍ରୀ ସ୍ବରା ଭାସ୍କରଙ୍କ ଟୁଇଟର ଆକାଉଣ୍ଟ

ସବୁଦିନ ଲାଗି ସସ୍‌ପେଣ୍ଡ ହୋଇଯାଇଛି ଅଭିନେତ୍ରୀ ସ୍ବରା ଭାସ୍କରଙ୍କ ଟୁଇଟର ଆକାଉଣ୍ଟ। ସେ ନିଜେ ଏନେଇ ଇନଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି। ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇବା ଯୋଗୁ ଏଭଳି ହୋଇଥିବା ସେ ପୋଷ୍ଟ କରି ଅଭିଯୋଗ ଆଣିଛନ୍ତି। ଟୁଇଟର ତରଫରୁ ଆସିଥିବା ମେଲ୍‌ର ସ୍କ୍ରିନଶଟ୍‌ ଶେୟାର…

ମନରାଜ ଜୱାଣ୍ଡାଙ୍କୁ ବିବାହ କଲେ ରାପର୍ ରଫ୍‌ତାର୍‌

ରାପର୍ ରଫ୍‌ତାର୍‌ ଫ୍ୟାଶନ୍ ଷ୍ଟାଇଲିଷ୍ଟ ଏବଂ ଅଭିନେତ୍ରୀ ମନରାଜ ଜୱାଣ୍ଡାଙ୍କୁ ବିବାହ କରିଛନ୍ତି। ଦୁହିଁଙ୍କ ବିବାହକୁ ନେଇ ଅନେକ ଦିନରୁ ଚର୍ଚ୍ଚା ଲାଗି ରହିଥିବା ବେଳେ ବାହାଘର ଫଟୋ ସାମ୍ନାକୁ ଆସିବା ପରେ ଏହି ଖବର ନିଶ୍ଚିତ ହୋଇଛି। ରଫ୍‌ତାର୍‌ଙ୍କ ଏହା ଦ୍ୱିତୀୟ ବିବାହ, କାରଣ ସେ…

ମହାକୁମ୍ଭରେ ବୁଡ଼ ପକାଇଲେ ପୁନମ ପାଣ୍ଡେ

ମୌନୀ ଅମାବାସ୍ୟା ଅବସରରେ ଅଭିନେତ୍ରୀ ପୁନମ ପାଣ୍ଡେ ପ୍ରୟାଗରାଜର କୁମ୍ଭ ନଗରୀରେ ପହଞ୍ଚିଥିଲେ। ମହାକୁମ୍ଭରେ ପହଞ୍ଚିଥିବା ପୁନମ ପାଣ୍ଡେ ପୂର୍ବରୁ ଘୋଷଣା କରିଥିଲେ ଯେ ସେ ମହାକୁମ୍ଭ ଯିବେ। ସଙ୍ଗମ କୂଳରେ ବୁଡ଼ ପକାଇବା ପରେ, ସେ ଡଙ୍ଗାରେ ବସି କିଛି ସମୟ ବୁଲାବୁଲି ମଧ୍ୟ କରିଥିଲେ। ସେ ଫଟୋ…

ଚହଲଙ୍କଠାରୁ ଭରଣପୋଷଣ ପାଇଁ ୬୦ କୋଟି ଟଙ୍କା ଦାବି କଲେ ଧନଶ୍ରୀ

ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀଙ୍କ ଛାଡପତ୍ର ଖବର ସାମ୍ନାକୁ ଆସୁଛି। ଏହାକୁ ନେଇ ଲଗାତାର କଳ୍ପନାଜଳ୍ପନା ଚାଲିଛି। ଏହା ଭିତରେ ଧନଶ୍ରୀ ଚହଲଙ୍କଠାରୁ କେତେ କୋଟି ନେବେ ତାହା ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। କିନ୍ତୁ ଏହା କେତେ ସତ କେତେ ମିଛ ତାହା ଉଭୟ କେହି…

ଫିଲ୍ମ ‘ଏମର୍ଜେନ୍ସି’ ରିଲିଜ୍‌ ଉପରେ ବାଂଲାଦେଶର କଟକଣା

ଆସନ୍ତା ୧୭ରେ ରିଲିଜ୍‌ ହେବାକୁ ଯାଉଛି ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ଫିଲ୍ମ ‘ଏମର୍ଜେନ୍ସି’। ତେବେ ଫିଲ୍ମର ରିଲିଜ୍‌ ଉପରେ ବାଂଲାଦେଶ କଟକଣା ଲଗାଇଛି। ବର୍ତ୍ତମାନ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଲାଗି ରହିଥିବା ତିକ୍ତ ସମ୍ପର୍କକୁ ଦୃଷ୍ଟିରେ ରଖି ବାଂଲାଦେଶର ଅନ୍ତରୀଣ ସରକାର ଫିଲ୍ମ…

ଜିମ୍‌ରେ ରଶ୍ମିକା ମନ୍ଦାନା ଆହତ

ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଗୋଡ଼ରେ ଆଘାତ ଲାଗିଛି। ସେ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ କରି ୪ଟି ଫଟୋ ଶେୟାର କରିବା ସହ ଏହି ସୂଚନା ଦେଇଛନ୍ତି। ଉକ୍ତ ଫଟୋଗୁଡ଼ିକରେ ରଶ୍ମିକାଙ୍କର ଆଘାତପ୍ରାପ୍ତ ଗୋଡ଼ ଦୃଶ୍ୟମାନ ହେଉଛି। ଏହାସହ ତାଙ୍କ ଗୋଡ଼ରେ ପ୍ଲାଷ୍ଟର କରାଯାଇଛି ଏବଂ ସେ ବିଶ୍ରାମ…

ଅଭିନେତା ଟିକୁ ତଲସାନିଆଙ୍କୁ ହାର୍ଟଆଟାକ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତି

ଟିଭି ତଥା ବଲିଉଡର ଜଣାଶୁଣା ଅଭିନେତା ଟିକୁ ତଲସାନିଆଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା । ତାଙ୍କ ଅବସ୍ଥା ସଙ୍କଟାପନ୍ନ ବୋଲି ଜଣାପଡିଛି । ତାଙ୍କୁ ହାର୍ଟଆଟାକ ଆସିଥିବା ବୋଲି ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡିଛି । ସେଠାରେ ଡାକ୍ତରମାନେ ଅଭିନେତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି ।…

ଫ୍ଲିମ ‘ଏମରଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ଅନୁରୋଧ କଲେ କଙ୍ଗନା

ବଲିଉଡ୍‌ ଅଭିନେତା-ନିର୍ଦ୍ଦେଶକ ତଥା ଭାଜପା ଏମ୍‌ପି କଙ୍ଗନା ରାଣାଓ୍ବତଙ୍କ ଫିଲ୍ମ ‘ଏମରଜେନ୍ସିଂ’ ନାନାଦି ବିବାଦ ପରେ ରିଲିଜ ହେଉଛି। ଜାନୁଆରୀ ୧୭ରେ ଏହା ପରଦାକୁ ଆସିବ। ଫିଲ୍ମରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ନଜର ଆସିବେ। ଏବେ କଙ୍ଗନା ଇନ୍ଦିରାଙ୍କ…