Browsing Tag

#entertainment

ଅଲ୍ଲୁ ଅର୍ଜୁନଙ୍କୁ ପୋଲିସ୍‌ର ୪ଘଣ୍ଟା ଜେରା

ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଗତ ୪ ତାରିଖରେ ‘ପୁଷ୍ପା-୨’ ସିନେମାର ପ୍ରିମିୟର ବେଳେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କର ୮ ବର୍ଷର ପୁଅ ଗୁରୁତର ହୋଇଥିଲେ। ଏହି ମାମଲାରେ ହାଇଦ୍ରାବାଦ ପୋଲିସ ମଙ୍ଗଳବାର ଅଲ୍ଲୁଙ୍କୁ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଜେରା କରିଛି। ତେଲୁଗୁ…

ନୋଟିସ୍ ପରେ ଥାନାରେ ପହଞ୍ଚିଲେ ଅଲ୍ଲୁ ଅର୍ଜୁନ

ଥିଏଟରରେ ଦଳାଚକଟା ମାମଲାରେ ସୋମବାର ହାଇଦ୍ରାବାଦ ପୋଲିସ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଏକ ନୂଆ ସମନ ପଠାଇଛି। ଯେଉଁଥିରେ ତାଙ୍କୁ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଚିକଡପଲ୍ଲୀ ଥାନାରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ସମନ ପରେ ଅଲ୍ଲୁ ମଙ୍ଗଳବାର ହାଇଦ୍ରାବାଦ ପୋଲିସ ନିକଟରେ ହାଜର…

୯୦୦ କୋଟି ରୋଜଗାର କଲା ‘ପୁଷ୍ପା-୨’

ଏବେ ସାରା ବିଶ୍ୱରେ ଦେଖିବାକୁ ମିଳିଛି ‘ପୁଷ୍ପା-୨’ ଜଲୱା। ବକ୍ସ ଅଫିସରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଇତିହାସ ସୃଷ୍ଟି କରୁଛି ପୁଷ୍ପା-୨ । ବହୁ ପ୍ରତିକ୍ଷୀତ ପୁଷ୍ପା-୨ ବକ୍ସ ଅଫିସରେ ନୂଆ ଅଧ୍ୟାୟ ଲେଖିବା ଜାରି ରଖିଛି । ରିଲିଜର ୧୦ ଦିନ ଭିତରେ ସାରା ବିଶ୍ୱରେ ‘ପୁଷ୍ପା-୨’ ୧୦୦୦…

ଇଣ୍ଡିଆନ୍ ଆଇଡ଼ଲରେ ଜ୍ୟୋତିପ୍ରକାଶ ଓଝାଙ୍କ କମାଲ

ଜାତୀୟ ଚ୍ୟାନେଲ୍ ପ୍ରସ୍ତୁତ ଇଣ୍ଡିଆନ୍ ଆଇଡ଼ଲରେ ନିଜର ଜାଦୁଗରୀ ଗୀତ ଶୁଣାଇ ସମସ୍ତ ଦର୍ଶକଙ୍କୁ ବିମୋହିତ କରିଛନ୍ତି ଓଡ଼ିଆ ପୁଅ ଜ୍ୟୋତିପ୍ରକାଶ ଓଝା। ସେ ଏକାଧାରାରେ ଜଣେ ଗୀତିକାର ହେବାସହ ଶାସ୍ତ୍ରୀୟ ସଂଗୀତଜ୍ଞ ଏବଂ ଚତ୍ମକାର କଣ୍ଠଶୀଳ୍ପୀ ଅଟନ୍ତି। ନିକଟରେ ଇଣ୍ଡିଆନ୍ ଆଇଡ଼ଲରେ ହିନ୍ଦୀ…

ଚଳଚ୍ଚିତ୍ର ‘ଘାଟି’ ଆସନ୍ତା ବର୍ଷ ଏପ୍ରିଲ ୧୮ରେ ହେବ ରିଲିଜ୍‌

ଅନୁଷ୍କାଙ୍କ ଆଗାମୀ ଚଳଚ୍ଚିତ୍ର ‘ଘାଟି’ ଆସନ୍ତା ବର୍ଷ ଏପ୍ରିଲ ୧୮ରେ ରିଲିଜ୍‌ ହେବ। ଅନୁଷ୍କା କିପରି ଜଣେ ପୀଡିତା ମହିଳାରୁ ଏକ ଆପରାଧିକ ଗ୍ୟାଙ୍ଗ୍‌ର ମାଷ୍ଟର ମାଇଣ୍ଡ ଭାବେ ପରିଣତ ହେଉଛନ୍ତି, ତାହାକୁ ନେଇ ଏହି ଫିଲ୍ମର କାହାଣୀ ଗତି କରିଛି। ଚଳଚ୍ଚିତ୍ରରେ ଅନୁଷ୍କା ଶତ୍ରୁମାନଙ୍କର ସଂହାର…

ବିବାହ ବନ୍ଧନରେ ବାନ୍ଧି ହେଲେ ସାଉଥ ଅଭିନେତ୍ରୀ କୀର୍ତ୍ତି ସୁରେଶ

ସାଉଥ ଅଭିନେତ୍ରୀ କୀର୍ତ୍ତି ସୁରେଶ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି | ସେ ତାଙ୍କର ଦୀର୍ଘ ଦିନର ପ୍ରେମିକ ଆଣ୍ଟୋନି ଥାଟିଲଙ୍କୁ ବିବାହ କରିଛନ୍ତି | ଅଭିନେତ୍ରୀ ନିଜ ବିବାହର କିଛି ଖାସ ମୁହୂର୍ତ୍ତକୁ ଏବେ ନିଜ ସୋସିଆଲ ମିଡ଼ିଆରେ ସେୟାର ମଧ୍ୟ କରିଛନ୍ତି | ଯାହା ବର୍ତ୍ତମାନ ଭାଇରାଲ…

୪ ଦିନରେ ୭୫୦ କୋଟିରୁ ଅଧିକ ରୋଜଗାର କଲା ‘ପୁଷ୍ପା ଦି ରୁଲ୍‌’

ରିଲିଜ୍‌ ହେବା ପରଠାରୁ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ‘ପୁଷ୍ପା ଦି ରୁଲ୍‌’ ଚଳଚ୍ଚିତ୍ର ବିଭିନ୍ନ ରେକର୍ଡକୁ ଭଙ୍ଗ କରି ନୂତନ ରେକର୍ଡ ସୃଷ୍ଟି କରିଚାଲିଛି। ବିଭିନ୍ନ ରିପୋର୍ଟ ଅନୁଯାୟୀ, ରବିବାର ରାତି ୧୧ଟା ସୁଦ୍ଧା ବିଶ୍ୱବ୍ୟପୀ ‘ପୁଷ୍ପା ୨’ ଚଳଚ୍ଚିତ୍ର ୭୫୦ କୋଟି ଟଙ୍କାରୁ ଅଧିକ ରୋଜଗାର…

ମୃତ ମହିଳାଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଦେବେ ଆଲୁ ଅର୍ଜୁନ

'ପୁଷ୍ପା ୨: ଦି ରୁଲ୍'ର ପ୍ରିମିୟର୍ ସୋ’ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କ ପୁଅ ଗୁରୁତର ଆହତ ହୋଇଥିଲେ। ଏହି ଘଟଣାର ଦୁଇ ଦିନ ପରେ ଅଭିନେତା ଅଲ୍ଲୁ ଅର୍ଜୁନ ମୃତ ମହିଳାଙ୍କ ପରିବାରକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି। ଶୁକ୍ରବାର ଦିନ ନିଜ ଏକ୍ସ ଆକାଉଣ୍ଟରେ ଏକ ଭିଡିଓ…

ବିବାହ କଲେ ଅଭିନେତା ନାଗା ଚୈତନ୍ୟ ଓ ଅଭିନେତ୍ରୀ ଶୋଭିତା ଧୁଲିପାଲା

ଅଭିନେତା ନାଗା ଚୈତନ୍ୟ ଓ ଅଭିନେତ୍ରୀ ଶୋଭିତା ଧୁଲିପାଲା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ହାଇଦ୍ରାବାଦର ଅନ୍ନପୂର୍ଣ୍ଣା ଷ୍ଟୁଡିଓରେ ଏହି ଷ୍ଟାର୍‌ କପଲଙ୍କ ବିବାହ ଅନୁଷ୍ଠିତ ହୋଇଯାଇଛି। ବିବାହରେ ଫିଲ୍ମ ଜଗତର ବହୁ ବିଶିଷ୍ଟ ବ୍ୟକ୍ତଙ୍କ ସହ ନାଗା ଓ ଶୋଭିତାଙ୍କ ପରିବାରବର୍ଗ,…

ଡିସେମ୍ବର ୫ରେ ରିଲିଜ୍‌ ହେବ ‘ପୁଷ୍ପା-୨ ଦ ରୁଲ୍‌’

ଡିସେମ୍ବର ୫ରେ ରିଲିଜ୍‌ ହେବ ଅଲ୍ଲୁ ଅର୍ଜୁନ୍ ଅଭିନୀତ ବହୁଚର୍ଚ୍ଚିତ ଫିଲ୍ମ ‘ପୁଷ୍ପା-୨: ଦ ରୁଲ୍‌’। ସାରା ଦେଶରେ ଏହି ଫିଳ୍ମକୁ ନେଇ କ୍ରେଜ୍‌ ବଢ଼ିବାରେ ଲାଗିଛି। ଆଡଭାନ୍ସ ବୁକିଂରେ ହିନ୍ଦୀ ଏବଂ ତେଲୁଗୁ ସିନେମାକୁ ପଛରେ ପକାଇ ଭାରତୀୟ ସିନେମା ଜଗତରେ ନୂଆ କୀର୍ତ୍ତିମାନ ଯୋଡ଼ିଛି ଏହି…