Browsing Tag

#entertainment

ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଭେଟିଲେ ବଲିଉଡ ପ୍ରଯୋଜିକା ଏକତା କପୁର

ସତ୍ୟକୁ ସବୁଦିନ ପାଇଁ ଲୁଚାଇ ରଖାଯାଇ ପାରିବନି ଏମିତି ଏକ କାହାଣା ସତ୍ୟ ଘଟଣା ଉପରେ ଆଧାରିତ ହୋଇଛି ଫିଲ୍ଲ ସାବରମତୀରେ । ଗଣମାଧ୍ୟମ ଦେଖାଉଥିବା କଥା ଯେ ସବୁବେଳେ ସତ୍ୟ ତାହା ଯଥାର୍ଥ ନୁହେଁ , ୨୦୦୨ ଗୋଧ୍ରା  ଟ୍ରେନ ପୋଡି ଓ ସେଥିରେ ଜୀବନ୍ତ ଦଗ୍ଦ ହେଇଥିବା ୫୯ ଜଣ ଜୀବନର ସତ୍ୟ…

‘ଦ ସାବରମତି ରିପୋର୍ଟ’ ଦେଖି ଭବାବିହ୍ଵଳ ହେଲେ ମୋଦି

ସଂସଦର ବାଲ୍‌ଯୋଗୀ ଅଡିଟୋରିୟମରେ ସୋମବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିକ୍ରାନ୍ତ ମେସିଙ୍କ ଅଭିନୀତ ଚଳଚ୍ଚିତ୍ର ‘ଦ ସାବରମତି ରିପୋର୍ଟ’ ଦେଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ଏନ୍‌ଡିଏର ଏମ୍‌ପିମାନେ ମଧ୍ୟ ଏହି ଚଳଚ୍ଚିତ୍ର ଦେଖିଛନ୍ତି। ଏନେଇ ସ୍ପେଶାଲ ସ୍କ୍ରିନିଂର…

ହାଇଦ୍ରାବାଦସ୍ଥିତ ଗଚିବୋଭଲି ଘରୁ କନ୍ନଡର ଟେଲିଭିଜନ ଅଭିନେତ୍ରୀ ଶୋଭିତାଙ୍କ ମୃତଦେହ ମିଳିଛି

ହାଇଦ୍ରାବାଦରେ ବସବାସ କରୁଥିବା କନ୍ନଡ଼ ଅଭିନେତ୍ରୀଙ୍କ ମୃତ୍ୟୁ  ହୋଇଥିବାର ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦସ୍ଥିତ ଗଚିବୋଭଲିର ଶ୍ରୀରାମ କଲୋନିର ଘରୁ କନ୍ନଡର ଟେଲିଭିଜନ ଅଭିନେତ୍ରୀ ଶୋଭିତା ଶିବନ୍ନାଙ୍କ ସନ୍ଦିଗ୍ଧ ଅବସ୍ଥାରେ ମୃତଦେହ ମିଳିଛି।…

ପୁଣି ଏକାଠି ହେବେ ରହମାନ ଓ ସାଇରା

ପୁଣି ଚର୍ଚ୍ଚାରେ ଓସ୍କାର ବିଜେତା ସଙ୍ଗୀତକାର ଏ ଆର୍‌ ରେହମାନଙ୍କ ବ୍ୟକ୍ତିଗତ ଜୀବନ। କିଛିଦିନ ତଳେ ପତ୍ନୀ ସାଇରା ବାନୁଙ୍କ ସହ ୨୯ ବର୍ଷର ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପଡ଼ିବା ଖବର ଆସିଥିଲା। ଏହାକୁ ନେଇ ଆଲୋଚନା ଥମି ନ ଥିବା ବେଳେ ଏବେ ଉଭୟ ଏକାଠି ହେବା ଜଣାପଡ଼ୁଛି। ରେହମାନଙ୍କ ସହ ଏକାଠି…

‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

୨୦୦୨ ଫେବୃଆରି ୨୭ରେ ଘଟିଥିବା ଗୋଧ୍ରା ରେଳ ପୋଡ଼ି ଘଟଣା ଉପରେ ନିର୍ମାଣ ହୋଇଛି ହିନ୍ଦୀ ଚଳଚ୍ଚିତ୍ର ‘ଦି ସାବରମତୀ ରିପୋର୍ଟ’। ଗତ ୧୫ ତାରିଖରେ ଏହି ଚଳଚ୍ଚିତ୍ର ସାରା ଦେଶରେ ରିଲିଜ୍‌ ହୋଇଛି। ଓଡ଼ିଶାରେ ପ୍ରତିଦିନ ୪୦ରୁ ଅଧିକ ସୋ’ ଲାଗିଛି। ଆଜି ଏହି ଚଳଚ୍ଚିତ୍ରକୁ ଆଜି ଓଡ଼ିଶା ସରକାର…

୫୦ ଦିନରେ ପ୍ରାୟ ୭କୋଟି ଟଙ୍କାର ବ୍ୟବସାୟ କରିଛି ଓଡ଼ିଆ ଚଳଚ୍ଚିତ୍ର ‘କର୍ମ’

ଅମୀୟ ପଟ୍ଟନାୟକ ପ୍ରଡକ୍ସନ ନିବେଦିତ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ତଥା ସୁପର୍‌ଷ୍ଟାର୍‌ ଅନୁଭବ ମହାନ୍ତିଙ୍କ ଅଭିନୀତ ଓଡ଼ିଆ ଫିଲ୍ମ ‘କର୍ମ’ ୫୦ ଦିନରେ ପହଞ୍ଚିଛି। ତେବେ ଏହି ଫିଲ୍ମଟି ଏବେ ବି ଓଡ଼ିଶାର ପ୍ରାୟ ୪୦ଟି ପ୍ରେକ୍ଷାଳୟରେ ହାଉସ୍‌ଫୁଲ୍‌ ଚାଲିଛି।  ଏହି ୫୦ ଦିନରେ ପ୍ରାୟ…

ରଶ୍ମିକା ଏବଂ ବିଜୟ ଦେବରକୋଣ୍ଡା ରିଲେସନସିପରେ ଥିବା ବେଶ ଚର୍ଚ୍ଚା

ଷ୍ଟେଜରେ ସମସ୍ତଙ୍କ ସାମ୍ନାରେ ନିଜ ପ୍ରେମ ବିଷୟରେ କହିଲେ ରଶ୍ମିକା ମାନ୍ଦାନା । ରଶ୍ମିକା ନିଜର ଆଗାମୀ ଫିଲ୍ମ ପୁଷ୍ପା-୨ର ପ୍ରମୋସନ ପାଇଁ ଖୁବ ବ୍ୟସ୍ତ ରହୁଛନ୍ତି । ଚେନ୍ନାଇର ଏକ ସୋ'ରେ ପୁଷ୍ପା ୨ ଗୀତର ଲଞ୍ଚ ବେଳେ ସେହି ସୋ'ର ହୋଷ୍ଟ ତାଙ୍କୁ ତାଙ୍କ ବୟଫ୍ରେଣ୍ଡ ବିଷୟରେ ପଚାରିଥିଲେ…

ଜାନୁଆରିରେ ଆସୁଛି ବର୍ଷାଙ୍କ “WIFE”

ସୁରକ୍ଷା-ସମ୍ମାନ-ସଂସ୍କୃତି ଆଉ ସହନଶୀଳତା । ଏଇ 4 ଫଣ୍ଡାକୁ ନେଇ ବର୍ଷା ଆସୁଛନ୍ତି ୱାଇଫ୍ ହୋଇ । ପୁଣି ଥରେ ବର୍ଷାଙ୍କ ଫିଲ୍ମର ଗୀତ ମାର୍କେଟରେ ଧୂମ୍ ମଚାଇବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଗଲାଣି। ଜାନୁଆରୀ ମାସରେ ଫିଲ୍ମ ରିଲିଜ୍ ନେଇ ନିଜେ ଘୋଷଣା କରିଛନ୍ତି ବର୍ଷା। ଫିଲ୍ମର କାହାଣୀକୁ…

ଏ.ଆର.ରହମାନ ଓ ସାୟରାଙ୍କ ବିବାହ ବିଚ୍ଛେଦ ହୋଇସାରିଛି

ସଙ୍ଗୀତକାର ଏ.ଆର.ରହମାନ ଓ ସାୟରାଙ୍କ ବିବାହ ବିଚ୍ଛେଦ ହୋଇସାରିଥିବା ବେଳେ ଏବେ ସାୟରାଙ୍କୁ ଭରଣପୋଷଣ କେତେ ମିଳିବ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଇସ୍ଲାମ ବିବାହରେ ମେହେର ରାଶି ଧାର୍ଯ୍ୟ ହୁଏ। ଏହାକୁ ନେଇ ବିଧିବଦ୍ଧ କାଗଜପତ୍ର ହୁଏ ଓ ଏଥିରେ ଉଭୟପକ୍ଷ ଦସ୍ତଖତ କରନ୍ତି। ବିବାହ…

ବିଫଳତା ପରେ ବାଥରୂମରେ କାନ୍ଦିଲେ ଶାହାରୁଖାଁ

ଶାହରୁଖ ଖାଁଙ୍କୁ କିଏ ବା ପସନ୍ଦ ନକରେ ଘରେ ଘରେ ତାଙ୍କର ଫ୍ୟାନ୍ସ ରହିଥାନ୍ତି । ବଲିଉଡର ଅନ୍ୟତମ ସଫଳ ଅଭିନେତା ତାଙ୍କ ନିକଟରେ ଷ୍ଟାରଡମ ସହିତ ଅନେକ ସମ୍ପତ୍ତି ମଧ୍ୟ ନିଜ ନାମରେ କରିଥିଲେ ମଧ୍ୟ ଅନେକ ସମୟରେ ବିଫଳତାର ସ୍ୱାଦ ଚାଖିଛନ୍ତି। କୌଣସି ବିଫଳତା ପରେ କିପରି ଶାହରୁଖ ଏହାର…