ଆସିଲା ଏକଜିଟ ପୋଲ ହରିୟାନାରେ କିଏ ଗଢ଼ିବ ସରକାର?
୧୦ ବର୍ଷ ପରେ ରାଜ୍ୟରେ କଂଗ୍ରେସ କ୍ଷମତାକୁ ଫେରିବ ବୋଲି ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ ପୋଲରେ ଦାବି କରାଯାଇଛି। ପିପୁଲ୍ସ ପ୍ଲସ କହିଛି ଯେ କଂଗ୍ରେସ ୪୯ରୁ ୬୧, ବିଜେପି ୨୦ରୁ ୩୨, ଜେଜେପି ଶୂନରୁ ୧, ଆପ୍ ଶୂନ ଓ ଅନ୍ୟାନ୍ୟ ଦଳ ୩ରୁ ୫ଟି ଆସନ ଜିତବ। ଧ୍ରୁବ ରିସର୍ଚ୍ଚ କହିଛି…