Browsing Tag

#financeminister

ଆଜି ସଂସଦରେ ଆର୍ଥିକ ରିପୋର୍ଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

image credit-HLIVE ମେଟ୍ରୋ ଟିଭି ଓଡ଼ିଶା,୩୧/୧: ସଂସଦର ବଜେଟ୍‌ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଯାଇଛି । ବର୍ଷର ପ୍ରଥମ ଅଧିବେଶନ ହୋଇଥିବାରୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ସହ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା । ପ୍ରଥମରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁଇ ସଦନର ସଂଯୁକ୍ତ ବୈଠକକୁ