Browsing Tag

#fog

ପଶ୍ଚିମା ଝଡ ପ୍ରଭାବରେ ସାରା ରାଜ୍ୟରେ ବର୍ଷାର ସମ୍ଭାବନା

ମେଟ୍ରୋ ଟିଭି ଓଡିଶା,୪/୨ : ପଶ୍ଚିମାଝଡ ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡିଶାରେ ଘଡଘଡି ସହ କୁଆପଥର ବର୍ଷାବେହବାର ସମ୍ଭାବନା ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ । ରାଜଧାନୀରେ ସକାଳେ କୋହଲା ପାଗ ସାଙ୍ଗକୁ ପବନ ମଧ୍ୟ ବହୁଛି । ବିଭିନ୍ନ ଜିଲ୍ଲାରେ ମଧ୍ୟ ବର୍ଷା ଆରମ୍ଭ ହେଲାଣି ।

ରାଜ୍ୟରେ ୧୦ ଡିଗ୍ରୀ ତଳେ ରହିଛି ୧୦ ସହର

ମେଟ୍ରୋ ଟିଭି ଓଡିଶା,୩୦/୧ : ନୂଆବର୍ଷର ମାସ ଶେଷରେ ଥରାଉଛି ହାଡଭଙ୍ଗା ଶୀତ । ଆହୁରି ୨୪ଘଣ୍ଟା ଶୀତ ଲହରୀ ଲାଗିରହିବ। ୧୦ ଡିଗ୍ରୀ ସେଲସିୟସ ତଳେ ୧୦ ସହରର ରାତି ତାପମାତ୍ରା ରହିଛି । ପଶ୍ଚିମାଝଡ଼ ପ୍ରଭାବ କମିବା ସହ ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବେଶ ଏବେ

ଆସନ୍ତା ୩ଦିନ ଶୀତରେ ଥରିବ ଓଡିଶା

ମେଟ୍ରୋ ଟିଭି ଓଡିଶା,୧୬/୧: ବର୍ଷା ସରିଯିବା ପରେ ରାଜ୍ୟରେ ଏବେ ଶୀତର ଲହରି ଆସିବ । ପୂଣି ଜାରି ହେବ ଶୀତର ପ୍ରକୋପ । ଆଗାନୀ ୩ଦିନ ଅସହ୍ୟ ଶୀତରେ ଥରିବ ପୁରା ଓଡିଶା । ଏହାକୁ ନୋଇ ପୂର୍ବାନିମାନ କରିଛି ପାଣିପାଗ ବିଭାଗ । ରାତିର ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ଧୀରେ ଧୀରେ କମି