ଜାନୁଆରୀରେ ରେର୍କଡ କଲା ଜିଏସ୍ଟି ଆଦାୟ
ମେଟ୍ରୋ ଟିଭି ଓଡିଶା,୧/୨ : ଜାନୁଆରୀ ମାସରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ଆଦାୟ ୧.୩୮ ଲକ୍ଷ କୋଟି ଟଙ୍କା ଛୁଇଁଛି । ଗତ ବର୍ଷ ସମାନ ସମୟ ତୁଳନାରେ ପରୋକ୍ଷ ଟିକସ ଆଦାୟ ୧୫% ବୃଦ୍ଧି ଘଟିଛି । ଜାନୁଆରୀ ୩୦ ସୁଦ୍ଧା ୧.୦୫ କୋଟି ଜିଏସ୍ଟିଆର୍-୩ବି ଫାଇଲ କରାଯାଇଛି । ଏହା ମଧ୍ୟରେ ୩୬!-->…