ଆଜି କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ମେଟ୍ରୋ ଟିଭି ବ୍ୟୁରୋ,୨/୧: ମୁଖ୍ୟମନ୍ତ୍ରୀ ରାଜ୍ୟରେ ଥିବା କୋଭିଡ୍ ସ୍ଥିତିକୁ ସମୀକ୍ଷା କରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ୫ଟାରେ କୋଭିଡ୍ ପରିସ୍ଥିତିର ସମୀକ୍ଷା କରିବେ । ରାଜ୍ୟରେ କରୋନାର ମାମଲା ବଢିଚାଲିଥିବାରୁ ଏନେଇ ସମୀକ୍ଷା ବୈଠକ କରିବେ ମୁଖ୍ୟମନ୍ତ୍ରୀ ।!-->!-->!-->…