Browsing Tag

hockey

ହକି ଇଣ୍ଡିଆ ଲିଗ୍‌ରେ କଳିଙ୍ଗ ଲାନ୍‌ସର୍ସ ପରାଜୟରୁ ଅଭିଯାନ ଆରମ୍ଭ

ହକି ଇଣ୍ଡିଆ ଲିଗ୍‌ରେ ଘରୋଇ ଦଳ ବେଦାନ୍ତ କଳିଙ୍ଗ ଲାନ୍‌ସର୍ସ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ଶକ୍ତିଶାଳୀ ୟୁପି ରୁଦ୍ର‌ାସ୍‌ଠାରୁ ୧-୩ ଗୋଲ୍‌ରେ ପରାସ୍ତ ହୋଇଛି। ମ୍ୟାଚ୍‌ର ପ୍ରଥମ କ୍ବାର୍ଟର୍‌ରେ କଳିଙ୍ଗ ଲାନ୍‌ସର୍ସ ସୁନ୍ଦର ପ୍ରଦର୍ଶନ କରିଥିଲା। ୧୩ତମ ମିନିଟ୍‌ରେ ଦଳର ବିଦେଶୀ ତାରକା…

୨୮ରୁ ଓଡ଼ିଶାରେ ପୁଣି ହକି ଇଣ୍ଡିଆ ଲିଗ

ହକି ଇଣ୍ଡିଆ ଲିଗ୍ ମ୍ୟାଚର ଚମକରେ ଚମକିବ ରାଉରକେଲା ସମେତ ସୁନ୍ଦରଗଡ଼ । ଖୁବଶୀଘ୍ର ମୈଦାନକୁ ଓହ୍ଲାଇବେ ୮ଟି ଭାରତୀୟ ପୁରୁଷ ହକି ଦଳର ଖେଳାଳି ସାଙ୍ଗକୁ ବିଦେଶୀ ଖେଳାଳୀ । ବଲିଉଡ ତାରକାଙ୍କୁ ନେଇ ରଙ୍ଗାରଙ୍ଗ ସାଂସ୍କୃତିକ ମହୋତ୍ସବ ସହିତ ଶୁଭାରମ୍ଭ ହେବ ବୋଲି କହିଛନ୍ତି ହକି ଇଣ୍ଡିଆ…

ଭାରତ ସେମିରେ ଜାପାନକୁ ଭେଟିବ

ବିହାରର ରାଜଗିରରେ ଚାଲିଥିବା ମହିଳା ଚାମ୍ପିଅନ୍ସ ଟ୍ରଫି ହକି ପ୍ରତିଯୋଗିତାର ଲିଗ୍‌ ପର୍ଯ୍ୟାୟ ଶେଷ ହୋଇଛି। ପୂର୍ବରୁ ସେମିଫାଇନାଲ୍‌ ସ୍ଥାନ ନିଶ୍ଚିତ କରିସାରିଥିବା ଭାରତ ରବିବାରର ଶେଷ ଲିଗ୍‌ ମ୍ୟାଚ୍‌ରେ ଜାପାନକୁ ୩-୦ ଗୋଲ୍‌ରେ ହରାଇଛି। ଫଳରେ ଭାରତ ୫ରୁ ୫ ମ୍ୟାଚ୍‌ ଜିତି…

୧୦୦ ବର୍ଷରେ ପଦାର୍ପଣ କରିଛି ଭାରତୀୟ ହକି

ଭାରତୀୟ ହକି ୧୦୦ ବର୍ଷରେ ପଦାର୍ପଣ କରିଛି। ଏହି ଶତକୀୟ ବର୍ଷକୁ ହକି ଇଣ୍ଡିଆ ସ୍ମରଣୀୟ କରିବାକୁ ଆଜିଠାରୁ ଉତ୍ସବ ଆରମ୍ଭ କରିଛି। ଶତକୀୟ ବର୍ଷରେ ହକି ଇଣ୍ଡିଆ ଲିଗ୍‌ (HIL) ପୁରୁଷ ଓ ମହିଳା ଲିଗ୍‌ ଆରମ୍ଭ କରି ଏହାକୁ ସ୍ମରଣୀୟ କରିବାକୁ ଯୋଜନା କରିଛି। ହକି କ୍ରୀଡ଼ାର ଜାତୀୟ ସଂଘ…

କାଂସ୍ୟ ପଦକ ବିଜେତା ହକି ଟିମଙ୍କୁ ଭବ୍ୟ ସ୍ବାଗତ, କଳିଙ୍ଗ ଷ୍ଟାଡିୟମରେ ପହଞ୍ଚିଲେ ଖେଳାଳି

ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରେ ହକି ଟିମକୁ ଭବ୍ୟ ସ୍ୱାଗତ। ପ୍ୟାରିସ ଅଲିମ୍ପିକ୍ସରେ କାଂସ୍ୟ ପଦକ ବିଜେତାଙ୍କୁ ଓଡ଼ିଶା ମାଟିରେ ଜୋରଦାର ସ୍ୱାଗତ କରାଯାଇଛି। ରୋଡ଼ ସୋ’ କରି ବିମାନ ବନ୍ଦର ଠାରୁ କଳିଙ୍ଗ ଷ୍ଟାଡିୟମକୁ ଯାଇଛନ୍ତି ଖେଳାଳି। ରୋଡ଼ ସୋ’ରେ ଶହ ଶହ ଲୋକ…