ହରମନପ୍ରୀତ ସିଂହଙ୍କୁ ୭୮ ଲକ୍ଷରେ କିଣିଲା ସୁରମା ହକି କ୍ଲବ
ଆରମ୍ଭ ହୋଇଛି ହକି ଇଣ୍ଡିଆ ଲିଗ୍ (ଏଚଆଇଏଲ) ୨୦୨୪ର ନିଲାମୀ ପ୍ରକ୍ରିୟା। ଦିଲ୍ଲୀଠାରେ ଅକ୍ଟୋବର ୧୩, ୧୪ ଓ ୧୬ ତାରିଖରେ ଏହି ନିଲାମୀ କରାଯିବ । ଏହି ନିଲାମୀ ପ୍ରକ୍ରିୟାରେ ଏକ ହଜାର ଖେଳାଳି ସାମିଲ ହେବେ । ସେଥିମଧ୍ୟରେ ୪୦୦ ଘରୋଇ ପୁରୁଷ ଖେଳାଳି, ୧୫୦ ଓଭରସିଜ୍ ପୁରୁଷ ଖେଳାଳି ଓ ୨୫୦…