ଆଜିର ରାଶିଫଳ
ମେଷ : ଆଜି ଦ୍ୱିଜା ନକ୍ଷତ୍ର ପାରିବାରିକ ସମସ୍ୟା ସମାଧାନ କରି ଆଶ୍ୱସ୍ତି ଲଭିବେ। ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତା, ବ୍ୟବସାୟ, ପରିବହନ ଓ ନିର୍ମାଣାଧୀନ କାମରେ ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀ ପ୍ରତିବାଦର ସ୍ବର ଉଠାଇ ପରିସ୍ଥିତିକୁ ଜଟିଳ କରିଦେବେ। ଅଭାବଜନିତ…