ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ ?
ମେଷ : ଆଜି ଶାରୀରିକ ସୁସ୍ଥତା ସହ ବନ୍ଧୁଙ୍କ ସହାନୁଭୂତି ପାଇବା ଯୋଗୁ ମନ ଖୁସି ରହିବ। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ନ ରହିଲେ କ୍ଷତିରେ ପଡ଼ିବେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳା, ସଙ୍ଗୀତ ଓ…