Browsing Tag

#horoscopes

ଆଜିର ରାଶିଫଳ

ମେଷ ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ଟେନ୍‌ସନ କମିଯିବା ସକାଶେ ଚେଷ୍ଟା କରିବେ। ଗୃହସଜ୍ଜା ଉପକରଣ କ୍ରୟ କରିପାରନ୍ତି। ମନ ବିଚଳିତ ରହିବ। ବୃଷ…

ଆଜିର ରାଶିଫଳ

ମେଷ:ବେପାରରେ ଯଥେଷ୍ଟ ଲାଭ ହେବ। ଭାଇ ଭଉଣୀଙ୍କ ଠାରୁ କୌଣସି କାମରେ ସାହାଯ୍ୟ ନେଇ ପାରନ୍ତି। ଧନଲାଭର ଅବସର ମିଳିବ। ଜୀବନସାଥୀ ସହ ସମୟ ଅତିବାହିତ କରିବେ। ବୃଷ: ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରର ବାତାବରଣ ଭଲ ରହିବ। ଜୀବନସାଥୀ ଆପଣଙ୍କ ପସନ୍ଦର ପୋଷାକ ଦେବେ। ବ୍ୟବସାୟ…