ଜରୁରୀ ନଥିଲେ ରୋଗୀଙ୍କୁ ହସ୍ପିଟାଲ ମନା
ମେଟ୍ରୋ ଟିଭି ଓଡିଶା,୧୪/୧: କରୋନା ଚାରିଆଡେ ମାଡିଗଲାଣି । ଏହି ସଂକ୍ରମଣକୁ ରୋକିବା ପାଇଁ ହେଲେ ସରକାରଙ୍କ ବିଭିନ୍ନ ଗାଇଡଲାଇନକୁ ମାନିବାକୁ ପଡିବ । ରାଜ୍ୟରେ ବଢୁଥିବା ସଂକ୍ରମଣକୁ ରୋକିବାକୁ ସ୍ୱାସ୍ଥୀ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି । ସଂକ୍ରମଣ…