ମୋଦି ଆସିବେନି:୧୮ରେ ପୁରୀରୁ ହାଓଡା ଚାଲିବ ‘ବନ୍ଦେ ଭାରତ ଏକ୍ସପ୍ରେସ
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଆସିବେ ନାହିଁ । ଭର୍ଚୁଆଡ ମୋଡରେ ବନ୍ଦେ ଭାରତ ଏକ୍ସପ୍ରେସ୍ ଉଦଘାଟନ କରିବେ । ୧୮ ତାରିଖରେ ପୁରୀରୁ ଏହି ଏକ୍ସପ୍ରେସ୍ର ଶୁଭାରମ୍ଭ ହେବ ବୋଲି ଦିନ ଧାର୍ଯ୍ୟ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀରେ ରହିବେ ପୁରୀଠାରେ କେନ୍ଦ୍ର…