ରାଜ୍ୟରେ ୨ଦିନ ପୁଣି ଜାରି ରହିବ ବର୍ଷା
ମେଟ୍ରୋ ଟିଭି ଓଡିଶା,୨/୨ : ରାଜ୍ୟରେ କମିଛି ଶୀତ। ପଶ୍ଚିମା ଝଡ଼ ପ୍ରଭାବରେ କାଲିଠୁ ପୁଣି ଭିଜିବ ଓଡ଼ିଶା। ୩ରୁ ୪ ତାରିଖ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ମାଡ଼ ହୋଇପାରେ । ଏହି ପୂର୍ବାନୁମାନ!-->…