ମାଲେସିଆକୁ ୪-୩ରେ ହରାଇଲା
ଚେନ୍ନାଇ: ଭାରତ ଚତୁର୍ଥ ଥର ଲାଗି ଏସୀୟ ଚାମ୍ପିଅନ୍ସ ଟ୍ରଫି ହକି ପ୍ରତିଯୋଗିତାରେ ବିଜେତା ହୋଇଛି। ଭାରତୀୟ ଦଳର ଏହି ଐତିହାସିକ ବିଜୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଅନେକ ବିଶିଷ୍ଠ ବ୍ୟକ୍ତିମାନେ ଶୁଭେଚ୍ଛା ଜଣାଇଛନ୍ତି। ଭାରତୀୟ ଦଳର ଖେଳାଳିଙ୍କୁ ୩ ଲକ୍ଷ ଟଙ୍କା ଏବଂ…