Browsing Tag

India won by 7 wkts

ପାକିସ୍ତାନକୁ ୭ ଉଇକେଟରେ ହରାଇ ଜିତିଲା ଭାରତ

ଅହମ୍ମଦାବାଦ : ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଉଥିବା ଭାରତ-ପାକିସ୍ତାନ ହାଇଭୋଲଟେଜ୍‌ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି ।  ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମାଙ୍କ ଦମଦାର ବ୍ୟାଟିଂରେ ଭାରତ ବିଜୟୀ ହୋଇଛି । ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରୁଥିବା ପାକିସ୍ତାନ ଭାରତୀୟ ବୋଲରଙ୍କ…