ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି…
ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍ । ପୂର୍ବରୁ ୧୨ ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି । ବାମ ପାର୍ଶ୍ବରୁ ୧୧ଟି ଓ ଡାହାଣ ପାର୍ଶ୍ବରୁ ୫ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି ।…