Browsing Tag

#india

ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା,୨୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି…

ବର୍ଷାରେ ଭିଜୁଛି ସାରା ଓଡ଼ିଶା । ବଙ୍ଗୋପସାଗରରେ ବଳ ଗୋଟାଉଛି ଲଘୁଚାପ । ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ଣ୍ଣ ମାତ୍ରାରେ ସକ୍ରିୟ ହୋଇଉଠିଛି । ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଦେଖିବାକୁ ମିଳିଛି । ଦୀର୍ଘ ଦିନର ଗୁଳୁଗୁଳି ଓ…

ଆଜି ଠାରୁ ମହାପ୍ରଭୁଙ୍କ ଅଣସରର ଗୁପ୍ତନୀତି ଆରମ୍ଭ ହୋଇଛି,ଶ୍ରୀମନ୍ଦିରରେ ପୂଜା ପାଉଛନ୍ତି ପଟି ଦିଅଁ

ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପୀଡିତ ହୋଇ ଅଣସର ଘରେ ବିଶ୍ରାମ ନେଉଛନ୍ତି ଚତୁର୍ଦ୍ଧାବିଗ୍ରହ । ଆଜି ଠାରୁ ମହାପ୍ରଭୁଙ୍କ ଅଣସରର ଗୁପ୍ତନୀତି ଆରମ୍ଭ ହୋଇଛି । ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସେବକ ଦଇତାପତିମାନେ ଅନ୍ଧାରୀ କୋଠରୀ ଭିତରେ…

ଆଜିଠୁ ଅଣସର ଦର୍ଶନ, ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ,ଅଲାରନାଥଙ୍କ ପୀଠରେ ଲାଗିଛି ଭକ୍ତ ମାନଙ୍କ ଗହଳିଚହଳି

ଅତ୍ୟଧିକ ସ୍ନାନ ପରେ ଜ୍ବରରେ କମ୍ପୁଛନ୍ତି ଶ୍ରୀଜିଉ । ଆଜିଠୁ ଅଣସର ଦର୍ଶନ। ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ। ବ୍ରହ୍ମଗିରି ଅଲାରନାଥ ପୀଠରେ ପ୍ରଭୁ ଜଗନ୍ନାଥଙ୍କ ଅଲୌକିକ ରୂପ । ବ୍ରହ୍ମଗିରିର ପ୍ରସିଦ୍ଧ ଅଲାରନାଥଙ୍କ ପୀଠରେ ଲାଗିଛି ଭକ୍ତ ମାନଙ୍କ ଗହଳିଚହଳି । ବଡ଼ି ଭୋରରୁ ଅଲାରନାଥଙ୍କ ପୀଠରେ…

କିପରି କଟିବ ଆଜିର ଦିନ

ମେଷ: ଆଜି ଏକ ମିଶ୍ରିତ ଦିନ ହେବ । ବ୍ୟବସାୟରେ ଆର୍ଥିକ ଲାଭ ଏବଂ ଟଙ୍କା ପାଇବାର ସମ୍ଭାବନା ରହିବ, କିନ୍ତୁ ଅନାବଶ୍ୟକ ଖର୍ଚ୍ଚ ବୃଦ୍ଧି ହେତୁ ଚିନ୍ତା ମଧ୍ୟ ରହିବ । ପରିବାରରେ ଏକ ଖୁସିର ପରିବେଶ ରହିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଅଭିଯୋଗ ସମ୍ଭବ, ତେଣୁ ଡାକ୍ତରଙ୍କ ସହିତ ପରାମର୍ଶ କରିବାକୁ…

ଭାରତରେ ଆଉ ଏକ ଶସ୍ତା ଫୋନ୍ ଲଞ୍ଚ କରିଛି Samsung,କମ୍ପାନୀ ଏହି ସ୍ମାର୍ଟଫୋନ୍କୁ କେବଳ Amazon ରେ ଲଞ୍ଚ କରିଛି

ଭାରତରେ ଆଉ ଏକ ଶସ୍ତା ଫୋନ୍ ଲଞ୍ଚ କରିଛି Samsung । ସାଉଥ୍ କୋରିଆନ୍ କମ୍ପାନୀର ଏହି ସ୍ମାର୍ଟଫୋନ୍ Galaxy M ସିରିଜରେ ଉପସ୍ଥାପନ କରାଯାଇଛି । ଏହି ଫୋନରେ ଏକ ପାୱାରଫୁଲ୍ 6000mAh ବ୍ୟାଟେରୀ ଅଛି ଏବଂ ଏଥିରେ ଏକ Qualcomm ଚିପସେଟ୍ ମଧ୍ୟ ଅଛି । Samsung Galaxy M47 ଭାରତରେ ୪…

ଅତ୍ୟଧିକ ସ୍ନାନ ଯୋଗୁ ଜ୍ବରରେ ପୀଡ଼ିତ ହେବେ ଶ୍ରୀଜିଉ,ଆସନ୍ତାକାଲିଠାରୁ ଅଲାରନାଥରେ ଆରମ୍ଭ ହେବ ଅଣସର ଦର୍ଶନ

ଅତ୍ୟଧିକ ସ୍ନାନ ଯୋଗୁ ଜ୍ବରରେ ପୀଡ଼ିତ ହେବେ ଶ୍ରୀଜିଉ । ମହାପ୍ରଭୁଙ୍କ ଅଣସର ଯୋଗୁ ଶ୍ରୀମନ୍ଦିରରେ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ଏଥିପାଇଁ ଆସନ୍ତାକାଲିଠାରୁ ଅଲାରନାଥରେ ଆରମ୍ଭ ହେବ ଅଣସର ଦର୍ଶନ । ବିଶ୍ୱାସ ରହିଛି, ଶ୍ରୀମନ୍ଦିରର ରତ୍ନସିଂହାସନରେ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଯେଉଁ…

ଆସାମରେ ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ହାହାକାର ସ୍ଥିତି, ଆବଶ୍ୟକୀୟ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରତିଶୃତି ଦେଲେ…

ଆସାମରେ ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ହାହାକାର ସ୍ଥିତି ଦେଖାଦେଇଛି । ବର୍ଷା ଯୋଗୁଁ ନଦୀରେ ଜଳସ୍ତର ବଢିବାରେ ଲାଗିଛି । ଏକ ରେଳ ବ୍ରିଜ କ୍ଷତିଗ୍ରସ୍ତ ଯୋଗୁଁ ଏକ ଅଞ୍ଚଳକୁ ରେଳ ସଂଯୋଗ ଶେଷ ହୋଇଛି । ବନ୍ୟା ଯୋଗୁଁ ୬ଟି ଜିଲ୍ଲାରେ ପ୍ରାୟ ୨୨ ହଜାର ଲୋକେ ପ୍ରଭାବିତ ହୋଇଛନ୍ତି । ଗୃହମନ୍ତ୍ରୀ…

ଇରାନର ର୍ବୋଚ୍ଚ ନେତା ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବ ଭାରତ,୪ ରୁ ୯ ଜୁଲାଇ ପର୍ଯ୍ୟନ୍ତ ଅନ୍ତିମ ସଂସ୍କାର…

ଇରାନର ର୍ବୋଚ୍ଚ ନେତା ଆୟାତୁଲ୍ଳା ଅଲ୍ଳୀ ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବ ଭାରତ । ଖାମେନେଇଙ୍କ ପାଇଁ ଆୟୋଜିତ କାର୍ଯ୍ୟକ୍ରମ ଆରମ୍ଭ ୪ ଜୁଲାଇରୁ ହେବ । ଏଥିରେ ସାମିଲ ହେବାକୁ ଭାରତ ପକ୍ଷରୁ ବିହାରର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ସୟୈଦ ଅତା ହସନେନ୍ ଓ ବୈଦେଶିକ ରାଷ୍ଟ୍ର…

ରସଗୋଲା ଖାଇବା ଶରୀର ଅସୁସ୍ଥ ନୁହଁ ବରଂ ଏହାକୁ ସୁସ୍ଥ ରଖିବାରେ ସହାୟକ , ଆସନ୍ତୁ ଜାଣିବା ରସଗୋଲା ଖାଇବାର ଜବରଦସ୍ତ…

ସ୍ବାଦିଷ୍ଟ ମିଠା ଅନେକ ପ୍ରକାରର ରହିଥିଲେ ମଧ୍ୟ ରସଗୋଲା ସବୁଠାରୁ ଭିନ୍ନ । ସାଧାରଣତଃ ରସଗୋଲା ସମସ୍ତଙ୍କୁ ବହୁତ ପସନ୍ଦ ରହିଥାଏ। କିନ୍ତୁ ମିଠା ନାଁ ଶୁଣିବା ମାତ୍ରେ ଶରୀର ପ୍ରତି ସଜାଗ ବ୍ୟକ୍ତି ଏହା ଖାଇବାକୁ ପସନ୍ଦ କରିନଥାନ୍ତି ।  ଆଜି ଆମେ ରସଗୋଲା ପ୍ରେମୀଙ୍କ ପାଇଁ ଆଣିଛୁ ଖୁସି ଖବର…

ମହିଳା ଟି-୨୦ ବିଶ୍ୱକପ : ଅଷ୍ଟ୍ରେଲିଆ ଠାରୁ ହାରିବା ପରେ ବିଦା ହେଲା ଭାରତ

ମହିଳା ଟି-୨୦ ବିଶ୍ୱକପରେ ଟିମ୍ ଇଣ୍ଡିଆ ଅଷ୍ଟ୍ରେଲିଆ ଠାରୁ ହାରିବା ପରେ ବିଦା ହେଲା ଭାରତ । ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ମହିଳା କ୍ରିକେଟ ଦଳର ଟି-୨୦ ବିଶ୍ୱକପ ୨୦୨୬ ଜିତିବାର ସ୍ୱପ୍ନ ପୁଣିଥରେ ଭାଙ୍ଗିଯାଇଛି । ରବିବାର ଲର୍ଡ଼ସର ଐତିହାସିକ ମଇଦାନରେ ଖେଳାଯାଇଥିବା ଏହି…