ଆସନ୍ତାକାଲି ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥି, ଶ୍ରୀମନ୍ଦିରରେ ପାଞ୍ଚ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମହାପ୍ରଭୁଙ୍କ ଗୁପ୍ତ ନୀତି । ପାଞ୍ଚ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ । ବୁଧବାର ଶ୍ରୀମନ୍ଦିରରେ ପାଞ୍ଚ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଖବର ଅନୁଯାୟୀ, ବୁଧବାର ମାନେ ଆସନ୍ତକାଲି ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥି। ଏହି ଦିନ…