ଭାରତ ଏବଂ ପାକିସ୍ତାନ ମଧ୍ୟରେ ସବୁଦିନ ପାଇଁ କ୍ରିକେଟ ମ୍ୟାଚ ବନ୍ଦ କରିବାକୁ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ…
ପହଲଗାମ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସବୁଦିନ ପାଇଁ କ୍ରିକେଟ ମ୍ୟାଚ ବନ୍ଦ କରିବାକୁ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ନିକଟରେ ଦାବି ହୋଇଛି। ପୂର୍ବତନ କ୍ରିକେଟର ଶ୍ରୀବତ୍ସ ଗୋସ୍ଵାମୀ ଏହି ଦାବି କରିଛନ୍ତି।ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଗୋସ୍ଵାମୀ ଏକ ପୋଷ୍ଟ କରି କ୍ରୀଡ଼ା…