Browsing Tag

#india

ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ

ବୋକାରୋ ଜିଲାର ଲୁଗୁ ପାହାଡ଼ ପାଦଦେଶରେ ନକ୍ସଲ, ପୋଲିସ ଏବଂ ସିଆରପିଏଫ ଟିମ୍‌ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏହି ଏନକାଉଣ୍ଟରରେ ୬ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ସୁରକ୍ଷା ବାହିନୀର ଏହି ଟିମ୍‌ କୋଇଲା କ୍ଷେତ୍ର ଡିଆଇଜି ସୁରେନ୍ଦ୍ର କୁମାର ଝା, ଏସପି ମନୋଜ ସ୍ବର୍ଗିଆରି ଏବଂ…

୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି

୪ ଦିନିଆ ଭାରତ ଗସ୍ତ ନେଇ ସ୍ପଷ୍ଟ କଲା US ବୈଦେଶିକ ମନ୍ତ୍ରଣାଳୟ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ବିପାକ୍ଷିକ ଆଲୋଚନା ସହ NSA ଓ ବୈଦେଶିକ ମନ୍ତ୍ରୀଙ୍କୁ ଭେଟିବେ ଜେଡି ଭାନ୍ସ । ଭାରତୀୟ ବଂଶୋଦ୍ଭବ ପତ୍ନୀଙ୍କ ସହ ଦେଶର ବିଭିନ୍ନ ଐତିହ୍ୟ ସ୍ଥଳ ପରିଦର୍ଶନ କରିବେ ଭାନ୍ସ ପରିବାର ।…

ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ

ପ୍ରେମରେ ପଡ଼ିଛନ୍ତି ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଭଉଣୀ ଶାହୀନ ଭଟ୍ଟ। ସର୍ବଦା ଲାଇମ୍‌ଲାଇଟ୍‌ରୁ ଦୂରରେ ରହିବାକୁ ପସନ୍ଦ କରନ୍ତି ସେ। ହେଲେ ସୋସିଆଲ ମିଡିଆରେ ସେ ବେଶ ଆକ୍ଟିଭ। ନିକଟରେ ସେ ଏକ ବଡ଼ ଘୋଷଣା କରିଛନ୍ତି। ଯେଉଁଥିରେ ସେ ତାଙ୍କ ଖରାପ ସମୟ ସହ ଡିପ୍ରେସନକୁ ଚାଲିଯାଇଥିବା…

ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା

ଜରିମାନା ଗଣିବେ ଗୁଜରାଟ ଟାଇଟାନ୍ସ ଅଧିନାୟକ ଶୁଭମନ ଗିଲ। ୨୦୨୫ ଆଇପିଏଲରେ ସ୍ଲୋ ଓଭର ରେଟ ପାଇଁ ତାଙ୍କ ଉପରେ ୧୨ ଲକ୍ଷ ଟଙ୍କା ଜରିମାନା ଲଗାଯାଇଛି। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ GT ୭ ଉଇକେଟରେ ଜିତିବା ପରେ BCCI ଦ୍ୱାରା ଏହି ଜରିମାନା ଲାଗୁ କରାଯାଇଛି। ଏନେଇ ଆଇପିଏଲ୍‌ ପକ୍ଷରୁ ଏକ…

ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍‌ରିଓ୍ବାଲଙ୍କ ଝିଅ ହର୍ଷିତା

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍‌ରିିୱାଲଙ୍କ ଝିଅ ହର୍ଷିତା କେଜ୍‌ରିିୱାଲ ଶୁକ୍ରବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସମ୍ଭବ ଜୈନଙ୍କ ହାତ ଧରିଛନ୍ତି ସେ। ଏହି ବିବାହ ଦିଲ୍ଲୀର କପୁରଥଲା ହାଉସରେ ଅନୁଷ୍ଠିତ ହୋଇଛି। ପୂର୍ବରୁ…

କୈଳାସ ମାନସରୋବର ଯାତ୍ରା ନିମନ୍ତେ ଭାରତ-ଚୀନ୍‌ ମଧ୍ୟରେ ଦ୍ବିପାକ୍ଷିକ ବୁଝାମଣା

ତିବ୍ବତରେ ଥିବା କୈଳାସ ମାନସରୋବର ଯାତ୍ରା ନିମନ୍ତେ ଭାରତ-ଚୀନ୍‌ ମଧ୍ୟରେ ଦ୍ବିପାକ୍ଷିକ ବୁଝାମଣା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ   ସୂତ୍ରରୁ ମିଳିଥିବା ସୂଚନାନୁସାରେ, ୨୦୧୭ ଡୋକଲାମ୍‌ ଓ ୨୦୨୦ ପାଙ୍ଗ୍‌ଓଙ୍ଗ୍‌ ସୋ ଠାରେ ଦୁଇ ପକ୍ଷର ସେନା ମଧ୍ୟରେ…

ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ

ୱାକଫ ସଂଶୋଧନ ଆଇନକୁ ନେଇ ସାରା ଦେଶରେ ରାଜନୀତି ଉଷ୍ମ। ମୋଦୀ ସରକାର ମୁସଲମାନମାନଙ୍କ କଲ୍ୟାଣ ପାଇଁ ଏହି ଆଇନକୁ ଆବଶ୍ୟକ ବୋଲି କହୁଥିବା ବେଳେ, କଂଗ୍ରେସ ସମେତ ଅନେକ ବିରୋଧୀ ଦଳ ଏବଂ ଅନେକ ମୁସଲିମ ସଂଗଠନ ୱାକଫ ସଂଶୋଧନ ଆଇନକୁ ମୁସଲମାନମାନଙ୍କ ବିରୋଧୀ ବୋଲି କହୁଛନ୍ତି। ୱାକଫ ସଂଶୋଧନ ଆଇନ…

ଅଖିଳ ଭାରତୀୟ ମୁସଲିମ ଜମାତ ବିଜୟ ଥଲପତିଙ୍କ ବିରୋଧରେ ଏକ ଫତୱା ଜାରି କରିଛି

ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରର ସୁପରଷ୍ଟାର ଏବଂ ତମିଝଗା ଭେତ୍ରି କଞ୍ଜଗମର ଅଧ୍ୟକ୍ଷ ବିଜୟ ଥଲପତି ଏକ ନୂତନ ବିବାଦରେ ଫସି ଯାଇଛନ୍ତି। ଅଖିଳ ଭାରତୀୟ ମୁସଲିମ ଜମାତ ଅଭିନେତାଙ୍କ ବିରୋଧରେ ଏକ ଫତୱା ଜାରି କରିଛି ଏବଂ ମୁସଲମାନମାନଙ୍କୁ ତାଙ୍କ ସହିତ ଛିଡା ନ ହେବାକୁ ଅନୁରୋଧ କରିଛି।…

ସୁନା ଦର 96 ହଜାର ଟପିଲା

ସୁନା ଦର ଗତଦୁଇ ଦିନ କମ୍ ହେବା ପରେ ବୁଧବାର ପୁଣି ମହଙ୍ଗା ହୋଇଛି। ଗୋଟିଏ ଦିନରେ ଭୁବନେଶ୍ବରରେ ୨୨ କ୍ୟାରେଟ୍‌ ସୁନା ଦର ୯୫୦ ଟଙ୍କା ବଢ଼ିଥିବା ବେଳେ ୨୪ କ୍ୟାରେଟ୍ ସୁନା ୯୯୦ ଟଙ୍କା ମହଙ୍ଗା ହୋଇଛି। ଏହି ଦରବୃଦ୍ଧି ପରେ ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ ପିଛା ଦାମ୍ ୮୮,୧୫୦ ଟଙ୍କାକୁ…

କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ…

ଓଡ଼ିଶାର ଭିତ୍ତିଭୂମି ବକାଶରେ ଆଜି ଏକ ନୂତନ ଫର୍ଦ୍ଦ ଯୋଡ଼ି ହୋଇଛି। କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି। କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଏହି ପ୍ରକଳ୍ପଗୁଡ଼ିକ ଭେଟି ଦେଇଛନ୍ତି। ଏହା ଦ୍ବାରା ରାଜ୍ୟର ୧୯ଟି…