ସରିଲା NEET-UG ୨୦୨୬ ପୁନଃ ପରୀକ୍ଷା, ଆଜି ଠୁ ପୁଣି ଥରେ ସମ୍ପୂର୍ଣ୍ଣ ଭାବେ ସ୍ଵାଭାବିକ ହୋଇଛି ଟେଲିଗ୍ରାମ୍ ସେବା
ଭାରତର କୋଟି କୋଟି ଟେଲିଗ୍ରାମ୍ ୟୁଜର୍ସଙ୍କ ପାଇଁ ବଡ଼ ଆଶ୍ଵସ୍ତିକର ଖବର। ସାରା ଦେଶରେ ଟେଲିଗ୍ରାମ୍ ସେବା ପୁଣିଥରେ ସମ୍ପୂର୍ଣ୍ଣ ଭାବେ ସ୍ଵାଭାବିକ ହୋଇଛି। ଆଜି ଠାରୁ ବ୍ୟବହାରକାରୀମାନେ କୌଣସି VPN ବିନା ଆପ୍ କୁ ସହଜରେ ବ୍ୟବହାର କରିପାରୁଛନ୍ତି। NEET-UG ୨୦୨୬ ପୁନଃ ପରୀକ୍ଷା ପୂର୍ବରୁ…