Browsing Tag

#india

ଚଳନ୍ତା ଟ୍ରେନରୁ ଡେଇଁ ପଡ଼ିଲେ ଅଭିନେତ୍ରୀ କରିସ୍ମା ଶର୍ମା , ଜାଣନ୍ତୁ କାରଣ

ଛୋଟପରଦା ଏବଂ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ନାମ ସୃଷ୍ଟି କରିଥିବା ଅଭିନେତ୍ରୀ କରିସ୍ମା ଶର୍ମାଙ୍କ ବିଷୟରେ ଏକ ବଡ଼ ତଥା ଚର୍ଚ୍ଚିତ ଖବର ସାମ୍ନାକୁ ଆସୁଛି। ସେ ବୁଧବାର ମୁମ୍ବାଇର ଏକ ଚଳନ୍ତା ଲୋକାଲ ଟ୍ରେନରୁ ଡେଇଁ ପଡ଼ିଥିଲେ, ଯେଉଁଥିରେ ତାଙ୍କୁ ଗୁରୁତର ଆଘାତ ଲାଗିଥିଲା।…

ଇପିଏଫ୍ଓ ପେନ୍‌ସନ୍‌ ବଢିବ ୨୫୦୦ ଟଙ୍କା

କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (ଇପିଏଫ୍ଓ)ର କେନ୍ଦ୍ରୀୟ ଟ୍ରଷ୍ଟି ବୋର୍ଡ (ସିବିଟି) ବୈଠକ ଆସନ୍ତା ମାସରେ ବସିବ। ସେଥିରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ। ସବୁଠୁ ବଡ଼ ପ୍ରସଙ୍ଗ ହେଉଛି ସର୍ବନିମ୍ନ ପେନ୍‌ସନ୍‌କୁ ବର୍ତ୍ତମାନର ୧୦୦୦ ଟଙ୍କାରୁ ବଢ଼ାଇ ୧୫୦୦ ଟଙ୍କା…

ବିଜେଡିରୁ ନିଲମ୍ବିତ ନୁହେଁ, ବରଂ ମୁଁ ଦଳରୁ ଗତକାଲି ଇସ୍ତଫା ଦେଇଛି- ପ୍ରଫୁଲ୍ଲ ମଲ୍ଲିକ

ବିଜେଡିରୁ ନିଲମ୍ବିତ ନୁହେଁ, ବରଂ ମୁଁ ଦଳରୁ ଗତକାଲି ଇସ୍ତଫା ଦେଇଛି। ମୁଁ ନିଜର ବ୍ୟକ୍ତିଗତ କାରଣରୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଉପସଭାପତି ଦେବୀ ମିଶ୍ରଙ୍କୁ ନିଜର ଇସ୍ତଫା ପତ୍ର ପଠାଇଥିଲି। ଏହି ଇସ୍ତଫା ପତ୍ର ପାଇବା ପରେ ନିଲମ୍ବନ କରାଯାଇଥିବା କହୁଛନ୍ତି। ଆଜି ଏଭଳି ପ୍ରତିକ୍ରିୟା…

୧୫ତମ ଉପରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କଲେ ସିପି ରାଧାକ୍ରିଷ୍ଣନ୍

ଶୁକ୍ରବାର ରାଷ୍ଟ୍ରପତି ଭବନରେ ଏକ ସମାରୋହରେ ଭାରତର ୧୫ତମ ଉପରାଷ୍ଟ୍ରପତି ଭାବରେ ସିପି ରାଧାକ୍ରିଷ୍ଣନ୍ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସକାଳ ୧୦.୧୦ ମିନିଟରେ ତାଙ୍କୁ ଶପଥ ପାଠ କରାଇଛନ୍ତି। ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ଜଣେ ସକ୍ରିୟ ସଦସ୍ୟ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ

ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ମନ୍ତ୍ରୀ ତଥା କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମଲ୍ଲିକ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଉପସଭାପତି ପ୍ରତାପ ଜେନାଙ୍କ ଏକ…

ଶରତ ଋତୁରେ ଦିନରେ ଗ୍ରୀଷ୍ମର ତାତି ଅନୁଭୂତ

ଖଣ୍ଡ ଖଣ୍ଡ ଧଳା ମେଘ ସୁନୀଳ ଅମ୍ୱରେ, ଭାସଇ ବୋଇତ ଯଥା ନୀଳ ସମୁଦ୍ରରେ।’ ଶରତ ଋତୁର ଏହି ବୈଶିଷ୍ଟ୍ୟ ଯେମିତି ହଜିଯାଇଛି। ଶରତ ଋତୁରେ ଦିନରେ ଗ୍ରୀଷ୍ମର ତାତି ଅନୁଭୂତ ହେଉଛି। ଆକାଶରେ ଭସା ବାଦଲ ନାହିଁ। ଆକାଶ ନିର୍ମଳ ରହୁଛି। ରାତି କିନ୍ତୁ ଶରତ ଭଳି ଅନୁଭୂତ ହେଉଛି। ରାତି ତାପମାତ୍ରା…

ଆଜିର ରାଶିଫଳ

ମେଷ: ପ୍ରାପ୍ତ କ୍ଷମତାର ବିକେନ୍ଦ୍ରୀକରଣ କରି ଅନୁଗତ ଓ ଅଧସ୍ତନମାନଙ୍କର ନମସ୍ଯ ହୋଇପାରନ୍ତି। ଭିନ୍ନ ଭିନ୍ନ ସ୍ତରରୁ ଧନାଗମର ସୂଚନା ମିଳୁଛି। ପରିସ୍ଥିତି ଯାହା ହେଉ ପଛେ ଧର୍ମର ସାରବତ୍ତାକୁ ପାଥେୟ କରିବେ । ବୃଷ: କ୍ରୋଧରୁ ମୋହ, ମୋହରୁ ସ୍ମୃତିଭ୍ରମ, ଫଳରେ ବୁଦ୍ଧି ନାଶ ଓ ବ୍ୟକ୍ତିର…

ଆଗକୁ ଯଦି ଦଳ ଠିକ ନ ଚାଲେ ଦଳ ଠୁ ଦୂରେଇ ଯିବି – ବିଜେଡି ନେତା ପ୍ରଫୁଲ୍ଲ  ମଲ୍ଲିକ

ଦୀର୍ଘଦିନ ପରେ ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ  ମଲ୍ଲିକ ମୁଁହ ଖୋଲିଛନ୍ତି। ସେ କହିଛନ୍ତି ଏବେ ବିଜେଡ଼ିରେ ଅଛି। କିନ୍ତୁ ପ୍ରଫୁଲ୍ଲ କୌଣସି ସାଂଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେଉନି। ଆଗକୁ ଯଦି ଦଳ ଠିକ ନ ଚାଲେ ଦଳ ଠୁ ଦୂରେଇ ଯିବି ବୋଲି ସେ ଚେତାବନୀ ଦେଇଛନ୍ତି।ବିଜେଡି ସଠିକ ଭାବେ…

ନ ଜଣାଇ ରାହୁଲ ବିଦେଶ ପଳାଉଛନ୍ତି – ସିଆରପିଏଫ

ରାହୁଲ ଗାନ୍ଧୀଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସିଆରପିଏଫର ଡିଜି ସୁରକ୍ଷା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଏବଂ ରାହୁଲ ଗାନ୍ଧୀଙ୍କୁ ଏକ ଚିଠି ଲେଖି ଏକ ଗମ୍ଭୀର ଅଭିଯୋଗ କରିଛନ୍ତି। ଏହି ଚିଠିରେ, ରାହୁଲ ଗାନ୍ଧୀଙ୍କ ଉପରେ ସୁରକ୍ଷା ପ୍ରୋଟୋକଲ ଭାଙ୍ଗିବା…

ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି କାମ ସଂପୂର୍ଣ୍ଣ

ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି କାମ ସଂପୂର୍ଣ୍ଣ ହୋଇଛି। ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ ହୋଇଥିବାରୁ ମହାପ୍ରଭୁଙ୍କ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଗଣତି ମଣତି ପ୍ରକ୍ରିୟା ଖୁବ ଶୀଘ୍ର ଆରମ୍ଭ ହେବ। ଏହି କାମ ଚଳିତ ମାସରେ କରାଯିବା ପାଇଁ ଚେଷ୍ଟା କରାଯାଉଛି।…