ସୃଷ୍ଟି ହେଲା ଲଘୁଚାପ , ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା
ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳର ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଗୁରୁବାର ସକାଳେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି।…