ଏସିଆ କପ୍: ୟୁଏଇ ବିପକ୍ଷରେ ୯ ୱିକେଟ୍ର ଜବରଦସ୍ତ ବିଜୟ ହାସଲ କଲା ଭାରତ
ୟୁଏଇ ବିପକ୍ଷରେ ୯ ୱିକେଟ୍ର ଜବରଦସ୍ତ ବିଜୟରୁ ଭାରତ ଏଠାରେ ଏସିଆ କପ୍ ଅଭିଯାନ ଆରମ୍ଭ କରିଛି। ଭାରତକୁ ଏହି ବଡ଼ ବିଜୟ ବୋଲର ଦେଇଛନ୍ତି। କୁଲଦୀପ ୟାଦବଙ୍କ ନେତୃତ୍ବରେ ବୋଲିଂ ବାହିନୀ ୟୁଏଇକୁ ମାତ୍ର ୫୭ ରନ୍ରେ ଅଟକାଇବା ପରେ ଅଭିଷେକ ଶର୍ମା ଓ ଶୁବମନ୍ ଗିଲଙ୍କ ଧମାକାଦାର ବ୍ୟାଟିଂ ପାଇଁ…