Browsing Tag

#india

Republic Day Offer ଦେଉଛି BSNL ,ଯେଉଁଥିରେ ୟୁଜର୍ସମାନେ ପାଇବେ ଅନେକ ସୁବିଧା, ଜାଣନ୍ତୁ ତାହା କଣ

BSNL ୟୁଜର୍ସଙ୍କ ପାଇଁ ଆସିଲା ଖୁସି ଖବର ।  Republic Day Offer ଦେଉଛି BSNL । ଯେଉଁଥିରେ ୟୁଜର୍ସମାନେ ପାଇବେ ଅନେକ ସୁବିଧା । ଭାରତ ସଂଚାର ନିଗମ ଲିମିଟେଡ୍ (BSNL) ଏହାର ୟୁଜର୍ସମାନଙ୍କ ପାଇଁ ୨,୬୨୬ ଟଙ୍କାର ଏକ ପ୍ଲାନ୍ ଲଞ୍ଚ କରିଛି, ଯାହା ଅନେକ ସୁବିଧା ପ୍ରଦାନ କରୁଛି । ଏହି…

ଆଜି ଠୁ କମିବ ଶୀତ

ରାଜ୍ୟର ପ୍ରାୟ ଅଞ୍ଚଳରେ ରାତି ତାପମାତ୍ରା ବଢ଼ିଛି ଏବଂ କିଛି ସ୍ଥାନରେ ହ୍ରାସ ପାଇଛି। ପୂର୍ବାପେକ୍ଷା ଶୀତ ପ୍ରକୋପ କମିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ସୋମବାରଠାରୁ ଶୀତ ଆହୁରି କମିବ। କାରଣ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ…

କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କଲେ ଦ୍ରୌପଦୀ ମୁର୍ମୁ

ଦିଲ୍ଲୀରୁ ପଲ୍ଲୀ ସବୁଠି ଗଣତନ୍ତ୍ର ଦିବସର ଉତ୍ସାହ । ଆଜି ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ । ଚାରି ଆଡେ ଫର ଫର ହୋଇ ଉଡୁଛି ଜାତୀୟ ପତାକା ତ୍ରିରଙ୍ଗା । ଦେଶର ରାଜଧାନୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ସାମରିକ…

ଦୁର୍ନୀତିଗ୍ରସ୍ତ ସରକାରୀ ଚାକିରିଆଙ୍କୁ ରାଜନୈତିକି ସୁରକ୍ଷା ଦିଆଯିବ ନାହିଁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ସାରା ଦେଶ ପାଳୁଛି ୭୭ତମ ଗଣତନ୍ତ୍ର ଦିବସ ।ଏହି ଅବସରରେ ଜିଲ୍ଲାସ୍ତରୀୟ ଗଣତନ୍ତ୍ର ଦିବସ ପାଳିତ ହୋଇଛନ୍ତି । କଟକ ବାରବାଟୀ ଷ୍ଟାଡିୟମରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମ୍ବିଧାନ ଆମ ଜୀବନର ମାନଦଣ୍ଡ । ଆମ…

୭୭ତମ ସାଧାରଣତନ୍ତ୍ର ଦିବସ : ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି, ମହାପୁରୁଷଙ୍କୁ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି…

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ : ଗାନ୍ଧିମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ରାଜଧାନୀ ଭୁବନେଶ୍ୱରରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ । ଗାନ୍ଧିମାର୍ଗରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି । ଭବ୍ୟ ପରେଡ ଅଭିବାଦନ ଗ୍ରହଣ କରିଛନ୍ତି ରାଜ୍ୟପାଳ । ପରେଡରେ ୫୪ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିଛନ୍ତି । ଯେଉଁଥିରେ ବିଭିନ୍ନ…

ଜାଣନ୍ତୁ କିପରି କଟିବ ଆଜିର ଦିନ

ମେଷ : ଆଜି ମେଷ ରାଶି ପାଇଁ ଏକ ଭଲ ଦିନ ହେବ । ତଥାପି, ଭାବପ୍ରବଣ ହୋଇ କୌଣସି ନିଷ୍ପତ୍ତି ନେବାରୁ ଦୂରେଇ ରୁହନ୍ତୁ । ପଢିବା ଏବଂ ଲେଖିବାରେ ସମୟ ବିତାନ୍ତୁ । ଆପଣଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ଆପଣଙ୍କ ବ୍ୟବସାୟିକ ସ୍ଥିତି ସୁଦୃଢ଼ ​​ରହିବ । ଆପଣଙ୍କ ସନ୍ତାନର ପଦୋନ୍ନତି ଆନନ୍ଦ ଆଣିବ ।…

୨୦୨୫ ପାଇଁ ଗୃହ ବିଭାଗ ପକ୍ଷରୁ ରାଜ୍ୟପାଳ ପଦକ ଘୋଷଣା, ମୋଟ ୨୦ ଜଣଙ୍କୁ ମିଳିବ ପଦକ

ରାତି ପାହିଲେ ସାଧାରଣତନ୍ତ୍ର ଦିବସ। ଏହାକୁ ଦୃଷ୍ଟିରେ ରଖି ୨୦୨୫ ପାଇଁ ଗୃହ ବିଭାଗ ପକ୍ଷରୁ ରାଜ୍ୟପାଳ ପଦକ ଘୋଷଣା କରାଯାଇଛି। ମୋଟ ୨୦ ଜଣଙ୍କୁ ପଦକ ମିଳିବ ବୋଲି ଜଣାପଡ଼ିଛି। ତେବେ ସେମାନଙ୍କ ମଧ୍ୟରେ ଆଇଜି ନୀତି ଶେଖର, ସତ୍ୟଜିତ ନାୟକଙ୍କ ସମେତ ପୁରୀ ଏସ୍‌ପି ପ୍ରତୀକ ସିଂ, ଭିଜିଲାନ୍ସ…

ରାଜ୍ୟରେ AI ବା କୃତ୍ରିମ ବୁଦ୍ଧିମତା ସ୍କୁଲ ଖୋଲିବ ନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ AI ବା କୃତ୍ରିମ ବୁଦ୍ଧିମତା ସ୍କୁଲ ଖୋଲିବ। AI ଦିଗରେ ଓଡ଼ିଶା ଆଗେଇ ଚାଲିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ଏଆଇ କମ୍ପାନୀ ସର୍ଭମ ସହ ବୈଠକ ପରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ଓଡ଼ିଶାରେ AI ବା…

ଆମେରିକାର ୧୮ ରାଜ୍ୟରେ ବରଫ ଝଡ ନେଇ ସତର୍କ ସୂଚନା ଜାରି ,୯ ହଜାରରୁ ଅଧିକ ଘରୋଇ ଓ ଆନ୍ତର୍ଜାତିକ ଉଡାଣ ରଦ୍ଦ

ଆମେରିକାର ୧୮ ରାଜ୍ୟରେ ବରଫ ଝଡ ନେଇ ସତର୍କ ସୂଚନା ଜାରି କରାଯାଇଛି । ଦେଶର ପ୍ରାୟ ୨୦ କୋଟି ଲୋକ ଅର୍ଥାତ ଦୁଇ-ତୃତୀୟାଂଶ ଏହି ଝଡ ଯୋଗୁ ପ୍ରଭାବିତ ହେବାର ଆଶଙ୍କା ରହିଛି । ପରିସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଏସବୁ ରାଜ୍ୟରେ ଜରୁରି ପରିସ୍ଥିତି ଘୋଷଣା କରାଯାଇଛି । ଏଥିସହ ୯ ହଜାରରୁ…