Browsing Tag

#india

ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ

ସ୍ୱାୟତ୍ତ ଶାସନ ଦିବସ ଅବସରରେ ଟିଟିଲାଗଡ଼ ପୌରପରିଷଦ ପକ୍ଷରୁ ସମସ୍ତ ସହରବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଯାଇଛି। ସହରର ସର୍ବାଙ୍ଗୀନ ଉନ୍ନତି, ସୌନ୍ଦର୍ଯ୍ୟକରଣ ତଥା ସ୍ୱଚ୍ଛତା ବଜାୟ ରଖିବା ପାଇଁ ପୌରପରିଷଦ ପକ୍ଷରୁ ଜନସାଧାରଣଙ୍କ ସହଯୋଗ କାମନା କରାଯାଇଛି। ଟିଟିଲାଗଡ଼କୁ…

ଜିଡିପି ଅଭିବୃଦ୍ଧି ୭.୮ ପ୍ରତିଶତ,ପ୍ରଥମ ତ୍ରୈମାସିକ ଅଭିବୃଦ୍ଧି ଏକ ଅସାଧାରଣ ସଫଳତା- ପ୍ରଧାନମନ୍ତ୍ରୀ ମୋଦୀ

ଭାରତୀୟ ଅର୍ଥନୀତି ଉତ୍ସାହଜନକ ପ୍ରଦର୍ଶନ ସହ ଚଳିତ ଆର୍ଥିକ ବର୍ଷକୁ ଆରମ୍ଭ କରିଛି। ୨୦୨୬-୨୭ର ପ୍ରଥମ ତ୍ରୟମାସରେ ମୋଟ୍‌ ଘରୋଇ ଉତ୍ପାଦ (ଜିଡିପି)ର ବାସ୍ତବ ଅଭିବୃଦ୍ଧି ୭.୮ ପ୍ରତିଶତ ହୋଇଛି ଯାହା ପୂର୍ବବର୍ଷର ସେହି ତ୍ରୟମାସରେ ହୋଇଥିବା ୬.୯ ପ୍ରତିଶତ ଅଭିବୃଦ୍ଧିଠାରୁ ଯଥେଷ୍ଟ ଅଧିକ।…

ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ…

ଭାରତର ଆର୍ଥିକ ବିକାଶ ହାରକୁ ନେଇ ଦେଶବାସୀଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦେଶର ଅର୍ଥନୀତି ୭.୮% ହାରରେ ବଢ଼ୁଥିବା ବେଳେ ଏହାକୁ ଭାରତୀୟଙ୍କ ଦୃଢ଼ ସଂକଳ୍ପ ଓ କଠିନ ପରିଶ୍ରମର ଫଳ ବୋଲି କହିଛନ୍ତି ପିଏମ୍ ମୋଦୀ। ସୋସିଆଲ୍ ମିଡିଆରେ ଏକ ଲମ୍ବା ପୋଷ୍ଟ କରି ସେ…

ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ରାହୁରେଖାଲାଗି ନୀତି ଅନୁଷ୍ଠିତ ହେବ ,ସାଢ଼େ ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ

ଆସନ୍ତାକାଲି ସାଢ଼େ ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ । ଅପରାହ୍ନ ୨ଟା ୩୦ ଠାରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ୍ । ଆସନ୍ତାକାଲି ୨ ସେପ୍ଟେମ୍ବର, ବୁଧବାର ,ଭାଦ୍ରବ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖାଲାଗି ନୀତି ଅନୁଷ୍ଠିତ ହେବ ।…

ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା…

ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା । ଓଡ଼ିଶା ଲୋକଭବନ ହାସଲ କରିଛି ଭାରତୀୟ ଗ୍ରୀନ୍ ବିଲ୍ଡିଂ କାଉନ୍ସିଲ୍ (IGBC)ର ସମ୍ମାନଜନକ ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ୍ । ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ। ଲୋକଭବନ ହେଉଛି…

ଆୟୁଷ୍ମାନ ଭାରତ ଯୋଜନାରେ ମିଶିବ ନାହିଁ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା

ଆୟୁଷ୍ମାନ ଭାରତ ଯୋଜନାରେ ମିଶିବ ନାହିଁ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା। ପୂର୍ବପରି ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ରହିବେ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ପଷ୍ଟତା ମିଳିବା ପରେ ସାମ୍ବାଦିକ ମହଲରେ ଆଶ୍ୱସ୍ତି ପ୍ରକାଶ ପାଇଛି। ସୂଚନା…

ଆପଣ ମାତ୍ର ୯୯ ଏବଂ ୧୪୯ ଟଙ୍କାରେ ନିଜର ପସନ୍ଦର ଫିଲ୍ମ ଦେଖିପାରିବେ, ଏହି ଅଫର୍ କେବଳ ଆଜି ପାଇଁ ଉପଲବ୍ଧ

ଅଫର.. ଅଫର..ଅଫର । ସିନେ ପ୍ରେମୀଙ୍କ ପାଇଁ ଖୁସି ଖବର । ଆଜି ସାରା ଓଡ଼ିଶାର ପ୍ରେକ୍ଷାଳୟରେ ଏକ ସ୍ୱତନ୍ତ୍ର ଅଫର୍ ଚାଲିଛି । ଆପଣ ମାତ୍ର ୯୯ ଏବଂ ୧୪୯ ଟଙ୍କାରେ ନିଜର ପସନ୍ଦର ଫିଲ୍ମ ଦେଖିପାରିବେ । ଏହି ଅଫର ଆଜି ସକାଳ ଠାରୁ ସାରା ରାଜ୍ୟର ବିଭିନ୍ନ ମଲ୍ଟିପ୍ଲେକ୍ସ ଏବଂ ସିନେମା ହଲ୍ରେ…

ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାରଠାରୁ ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ । ଅପରାହ୍ଣ ୩ଟା ୩୦ରେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଜଳ ଶକ୍ତିମନ୍ତ୍ରଣାଳୟ ପକ୍ଷରୁ ଜଳ ସୁରକ୍ଷା ନେଇ ବୁଧବାର ହେବାକୁ ଥିବା ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ସେହିପରି ପ୍ରଧାନମନ୍ତ୍ରୀ…

ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର

ଉତ୍ତରପ୍ରଦେଶରେ ସୋମବାର ପ୍ରୟାଗରାଜ ଏବଂ କୌଶାମୀ ସୀମା ନିକଟରେ ଏକ ବାଣ କାରଖାନାରେ ବିସ୍ଫୋରଣ ଘଟିଛି। ଏଥିରେ ୮ ପିଲାଙ୍କ ସମେତ ୧୧ଜଣ ପ୍ରାଣ ହରାଇଛନ୍ତି । ଅନ୍ୟ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରୟାଗରାଜ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ବିସ୍ପୋରଣ ଏତେ…

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା , ସେପ୍ଟେମ୍ବର ଆରମ୍ଭରୁ ଓଡ଼ିଶାରେ ଜାରି ରହିବ ବର୍ଷାର ପ୍ରଭାବ

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ସେପ୍ଟେମ୍ବର ଆରମ୍ଭରୁ ଓଡ଼ିଶାରେ ଜାରି ରହିବ ବର୍ଷାର ପ୍ରଭାବ । ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଭାରତୀୟ ପାଣିପାଗ ବିଭାଗ (IMD) ସତର୍କ…